Odisha Link
Bridging the Missing Links in Odisha
Browsing Tag

Twin City

ତାତିରୁ ମିଳିଲା ଆଶ୍ୱସ୍ତି; ରାଜ୍ୟର…

ଓଏଲ୍‌ ବ୍ୟୁରୋ: ବଦଳିଲା ପାଣିପାଗ। ତାତିରୁ ମିଳିଲା ଆଶ୍ବସ୍ତି। ଆଜି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇଛି। ଯାହାଫଳରେ ସପ୍ତାହେ ଧରି ଖରା ତାତି ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି। ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳିରୁ ରାଜ୍ୟବାସୀ ସାମାନ୍ୟ ଆଶ୍ବସ୍ତି ଲାଭ…

ଆଜି ଭସାଣି: କଟକଣା ଜାରି କଲା…

ଓଏଲ୍‌ ବ୍ୟୁରୋ: ଶେଷ ହେଲା ଦୁର୍ଗା ପୂଜା। ଆଉ କିଛି ସମୟ ପରେ ଧରାପୃଷ୍ଠରୁ ମେଲାଣି ନେବେ ମା' ଜଗତଜନନୀ। ଏଥିପାଇଁ ବନ୍ଦୋବସ୍ତ ଶେଷ ପର୍ଯ୍ୟାୟରେ ପହଁଞ୍ଚିଛି। ଭସାଣି ପାଇଁ ଟୁଇନ୍‌ ସିଟିରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ପୂର୍ବ ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣ ଉତ୍ସବକୁ…

ରଜ ପାଇଁ ବଢ଼ିଲା କଟକଣା, ଆଜିଠୁ ଟୁଇନ…

ଭୁବନେଶ୍ବର: ରଜ ପାଇଁ ବଢ଼ିଲା କଟକଣା। ଆଜିଠୁ ଟୁଇନ ସିଟିରେ ପୁଲିସର ସ୍ପେଶାଲ ଡ୍ରାଇଭ ଆରମ୍ଭ। ନିୟମ ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଲେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। କଟକଣା ଉଲ୍ଲଙ୍ଘନ କରି ଦୋକାନ ଖୋଲିଲେ ତାକୁ ସିଲ୍ କରାଯିବ ବୋଲି ଦୋକାନୀମାନଙ୍କୁ ଚରମବାଣୀ ଶୁଣାଇଛନ୍ତି…

୨୧୦ କମିଶନରେଟ୍ ପୁଲିସ କର୍ମଚାରୀଙ୍କୁ…

ଭୁବନେଶ୍ଵର: ରାଜ୍ୟରେ କାୟା ବିସ୍ତାର କରୁଛି ମହାମାରୀ କରୋନା। ଏବେ କଟକ ଓ ଭୁବନେଶ୍ଵର ପୁଲିସ ଶିବିରରେ ପ୍ରବେଶ କରିଛି। କମିଶନରେଟ୍ ପୁଲିସର ୨୧୦ରୁ ଅଧିକ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ ଅଫିସର ରାଙ୍କର…

ଏଣିକି କର୍ମଚାରୀଙ୍କୁ ଯାତାୟତ ପାଇଁ…

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। କରୋନା ଚେନକୁ ଭାଙ୍ଗିବା ପାଇଁ ରାଜ୍ୟରେ ୧୪ ଦିନିଆ ଲକଡାଉନ କରାଯାଇଛି। ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀଙ୍କୁ ଯିବା ଆସିବା ପାଇଁ ଅନୁମତି ଦିଆଯାଇଛି। ମାତ୍ର ଲକଡାଉନରେ ପରିଚୟପତ୍ର ଧରି କେତେକ ଲୋକ ମନଇଚ୍ଛା ବୁଲୁଥିବା ନଜରକୁ ଆସୁଛି। ଫଳରେ…

ଟ୍ବିନ୍‌ ସିଟିରେ ଆଇସିୟୁ ଯାଞ୍ଚ କରିବ…

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ବଢି ଚାଲିଛି। ଲକ୍‌ଡାଉନ ସଟ୍ଡାଉନ ସତ୍ତ୍ବେ ସକ୍ରଂମଣ ହାର ଥମୁନାହିଁ। ଫଳରେ ଚିକିତ୍ସା ପାଇଁ ଆଇସିୟୁ ପାଇଁ ଲୋକେ ହଇରାଣ ହେଉଛନ୍ତି। ଏଥିସହ ଗୁରୁତର ନଥାଇ ବି ରୋଗୀ ଆଇସିୟୁ ଜାଗା ମାଡ଼ି ବସୁଥିବା ନେଇ…

ଟ୍ୱିନ୍ ସିଟିରେ ପିକ୍‌ ନେବ କରୋନା,…

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ହୁହୁ ବଢ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୩୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଗକୁ ଦୈନିକ ସଂକ୍ରମଣ ମାମଲା ୧୫ ହଜାର ଏପରିକି ୩୦ ହଜାର ଛୁଇଁପାରେ…

ଆଜି ପବିତ୍ର ଶ୍ରୀରାମ ନବମୀ, ଟ୍ବିନସିଟିର…

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀରାମ ନବମୀ। ଆଜିର ଦିନରେ ପ୍ରଭୁ ରାମ ଚନ୍ଦ୍ରଙ୍କ ଜନ୍ମତ୍ସୋବ। ଏହି ଦିନ ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ର ଧରାପୃଷ୍ଠରେ ଜନ୍ମଗ୍ରହଣ କରିଥିଲେ। ସବୁ ବର୍ଷ ରାମ ନବମୀ ବେଶ୍‌ ଧୁମ୍‌ଧାମରେ ସାରା ଦେଶରେ ପାଳନ ହୋଇଥାଏ। କୋଭିଡ କଟକଣା ପାଇଁ ଚଳିତ ବର୍ଷ ନିରାଡମ୍ବର ଭାବେ…

ଟ୍ବିନ୍ ସିଟିରେ ୧୪୪ ଧାରା ଲାଗୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠୁ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି। ଏଥିସହ ନାଇଟ କର୍ଫ୍ୟୁ ସମୟରେ କଟକ ଓ ଭୁବନେଶ୍ୱରରେ ୧୪୪ ଜାରି କରାଯାଇଛି। ରାତି ୯ଟାରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି କରାଯାଇଛି। ୧୪୪ ଧାରା ଜାରି ନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ…

ଟ୍ବିନ୍‌ ସିଟିରେ ୧୪୪ ଧାରା

ଭୁବନେଶ‌୍ବର: ନୂଆବର୍ଷକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଲାଗୁ କରିଛନ୍ତି ନାଇଟ୍‌ କର୍ଫ୍ୟୁ। ଏଥିସହିତ ଜିରୋନାଇଟ ଭିଡ଼ ଏଡାଇବା ପାଇଁ ଟ୍ବିନ୍ ସିଟି ଭୁବନେଶ୍ୱର ଏବଂ କଟକରେ ୧୪୪ ଧାରା ଜାରି କରିଛଇି କମିଶନରେଟ‌୍‌ ପୁଲିସ୍। ଆଜି ରାତି ୯ଟାରୁ ଏହା ଲାଗୁ ହେବା ନେଇ ସମ୍ବାଦିକ ସମ୍ମିନଳୀରେ ପୁଲିସ କମିଶନର…