Odisha Link
Bridging the Missing Links in Odisha
Browsing Tag

UG

ଆଜିଠୁ କ୍ଲାସରୁମରେ ପଢ଼ିବେ ୟୁଜି ପିଜି…

ଭୁବନେଶ୍ୱର: ଆଜିଠୁ ପିଜି ପ୍ରଥମ ବର୍ଷ ଏବଂ ୟୁଜି ପ୍ରି-ଫାଇନାଲ୍ ବର୍ଷର ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ। ଏହା ସହ ହଷ୍ଟେଲ ମଧ୍ୟ ଖୋଲାଯିବ। କରୋନା କଟକଣା ମଧ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ସ୍ୱୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରି କଲେଜ ଖୋଲିବ। କଲେଜ ଖୋଲିବା…

ଛାତ୍ରଛାତ୍ରୀଙ୍କ ପରୀକ୍ଷା ଦାୟିତ୍ବ ନେବେ…

ଭୁବନେଶ୍ବର: ଶେଷ ହେଲା ୟୁଜି/ ପିଜି ପରୀକ୍ଷା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସମୀକ୍ଷା। ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କ ସହ ବୈଠକ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ। ବୈଠକ ଶେଷରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇ କହିଛନ୍ତି ଯେ, ଛାତ୍ରଛାତ୍ରୀ ମାନେ କିଭଳି ପରୀକ୍ଷା ଦେବେ ସେ ଦାୟିତ୍ୱ…

ଅନ୍‌ଲାଇନ୍‌ରେ ହେବ ୟୁଜି-ପିଜି ଫାଇନାଲ…

ଭୁବନେଶ୍ବର: ଚଳିତ ବର୍ଷ ହେବ ୟୁଜି ପିଜି ଫାଇନାଲ ପରୀକ୍ଷା। ଅନ୍‌ଲାଇନ୍‌ରେ ହେବ ୟୁଜି ପିଜି ପରୀକ୍ଷା। ରାଜ୍ୟରେ କୂଳପତିମାନଙ୍କ ମତାମତ ପରେ ଉଚ୍ଚଶିକ୍ଷା ବିଭାଗର ନିଷ୍ପତ୍ତି ।ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ସୂଚନା। ଜୁଲାଇ-ଅଗଷ୍ଟ ମାସ ସୁଦ୍ଧା ଅନଲାଇନ ମୋଡ଼ରେ ହେବ ୟୁଜି ପିଜି…

ସରକାରଙ୍କ ବଡ଼ ଘୋଷଣା, ସ୍କୁଲ୍ ଗଲେ…

ନୂଆଦିଲ୍ଲୀ: ସ୍କୁଲ ଯିବା ପାଇଁ ବଡ଼ ଘୋଷଣା କରିଛନ୍ତି ସରକାର। ସ୍କୁଲ୍ ଗଲେ ଛାତ୍ରୀଙ୍କୁ ମିଳିବ ଟଙ୍କା। ଛାତ୍ରୀଙ୍କୁ ଦୈନିକ ମିଳିବ ୧୦୦ ଟଙ୍କା। ଏଥିସହ ଦ୍ୱାଦଶ ଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ସେମାନଙ୍କୁ ପ୍ରଦାନ କରାଯିବ ବାଇକ। ଏନେଇ ଆଜି ଘୋଷଣା କରିଛନ୍ତି ଆସାମ ଶିକ୍ଷା ମନ୍ତ୍ରୀ…

ୟୁଜି ଏବଂ ପିଜି ପିଲାଙ୍କ ପାଇଁ ଖୋଲିବ…

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଥିଲା। ଫଳରେ ଅନଲାଇନ ଜରିଆରେ ପାଠପଢା ହେଉଥିଲା। ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ଯାହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆସନ୍ତା ୮ ତାରିଖରୁ ସ୍କୁଲ…

ୟୁଜି ଓ ପିଜି ସେମିଷ୍ଟର ତାରିଖ ଘୋଷଣା

ଭୁବନେଶ୍ୱର: ଆସନ୍ତା ୧୧ ତାରିଖରୁ ରାଜ୍ୟରେ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଶେଷ ସେମିଷ୍ଟର ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଘୋଷଣା କରାଯାଇଛି। ଏଥିସହ ୟୁଜି ଓ ପିଜି ସେମିଷ୍ଟର…

ନଭେମ୍ବର ପହିଲାରୁ ୟୁଜି /ପିଜି କ୍ଳାସ

ଭୁବନେଶ୍ୱର: ନଭେମ୍ବର ପହିଲାରୁ ଆରମ୍ଭ ହେବ ୟୁଜି / ପିଜି ପ୍ରଥମ ବର୍ଷ କ୍ଳାସ । ୟୁଜିସି ସ୍ବତନ୍ତ୍ର କମିଟି ପ୍ରଦତଃ ଏକାଡେମି କ୍ୟାଲେଣ୍ଡର ଗ୍ରହଣ କରିଛି। ଏହା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଟ୍ବିଟ କରି ସୂଚନା ଦେଇଛନ୍ତି । କ୍ୟାଲେଣ୍ଡର ଅନୁସାରେ ଅକ୍ଟୋବର ୩୧ ସୁଦ୍ଧା ଆଡମିଶନ ପ୍ରକ୍ରିୟା ସରିବ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ:…

ନୂଆଦିଲ୍ଲୀ: ୟୁଜି, ପିଜି ପରୀକ୍ଷାକୁ ନେଇ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିକୋର୍ଟ। ପୂର୍ବ ଧାର୍ଯ୍ୟ ସମୟ ଅନୁସାରେ ହେବ ୟୁଜି, ପିଜି ପରୀକ୍ଷା। ଆଜି ସୁପ୍ରିମକୋର୍ଟ ୟୁଜି, ପିଜି ପରୀକ୍ଷା ପ୍ରସଙ୍ଗକୁ ନେଇ କହିଛନ୍ତି ଯେ, ବିନା ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଉତ୍ତୀର୍ଣ୍ଣ କରିହେବନି। କରୋନା…

ବାତିଲ ହେଲା ୟୁଜି, ପିଜି ପରୀକ୍ଷା

ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍‌ର ସଂକ୍ରମଣକୁ ନଜରରେ ରଖି ବାତିଲ ହେଲା ୟୁଜି, ପିଜି ପରୀକ୍ଷା। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିକଳ୍ପ ମୂଲ୍ୟାୟନ ଜରିଆରେ ଅଗଷ୍ଟ ଶେଷ ସୁଦ୍ଧା ୟୁଜି, ପିଜି ପରୀକ୍ଷାଫଳ ପ୍ରକାଶ ହେବ। ବିକଳ୍ପ ମୂଲ୍ୟାୟନରେ ଯଥେଷ୍ଟ ମାର୍କ ପାଇନଥିବା…