କରୋନା: ରାଜ୍ୟରେ ୩ ୟୁକେ ଷ୍ଟ୍ରେନ୍ ଠାବ
ଭୁବନେଶ୍ୱର: ରାଜ୍ୟରେ ପୁଣି ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଏହାରି ମଧ୍ୟରେ ରାଜ୍ୟରେ ୩ ବ୍ରିଟେନ୍ ଷ୍ଟ୍ରେନ୍ ଠାବ ହୋଇଛି। ଯାହା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କଲାଣି। ୩ ୟୁକେ ଷ୍ଟ୍ରେନ ଚିହ୍ନଟ ନେଇ ନେସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ ନିର୍ଦ୍ଦେଶକ ଏସ୍.କେ…