ସାମୁଦ୍ରିକ ଝଡ଼ ‘ବାୟୁ’…
ନୂଆଦିଲ୍ଲୀ: ପୁଣି ଆଉ ଏକ ସାମୁଦ୍ରିକ ଝଡ଼ ଭାରତ ମୁହାଁ। ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଛି। ଏହାର ନାମକରଣ କରାଯାଇଛି ‘ବାୟୁ’। ଆସନ୍ତା ୪୨ ଘଣ୍ଟା ମଧ୍ୟରେ ଏହା ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ…