Odisha Link
Bridging the Missing Links in Odisha
Browsing Tag

Vehicle

ବ୍ରହ୍ମପୁର ଓ ଭୁବନେଶ୍ବରରେ ଘରେ ପହଞ୍ଚିବ…

ବ୍ରହ୍ମପୁର: ଲକ୍‌ଡାଉନ୍‌ ସମୟରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଟିକାକରଣ କେନ୍ଦ୍ରକୁ ଆସିପାରୁ ନଥିବା ବରିଷ୍ଠ ନାଗରିକଙ୍କ ପାଇଁ ଏଣିକି ଟିକା ଗାଡ଼ି ଘରକୁ ଆସିବ। ବ୍ରହ୍ମପୁର ନଗର ନିଗମ ଅଞ୍ଚଳରେ ଏଭଳି ସେବା ଆରମ୍ଭ କରିଛନ୍ତି ଜିଲ୍ଲା ପ୍ରଶାସନ। ରାଜ୍ୟରେ ପ୍ରଥମ ଥର ପାଇଁ…

ମୁକେଶ ଅମ୍ବାନୀଙ୍କ ଘର ସାମ୍ନାରୁ…

ମୁମ୍ବାଇ: ମୁକେଶ ଅମ୍ବାନୀଙ୍କ ଘର ସାମ୍ନାରୁ ଏକ ବିସ୍ଫୋରକ ଭର୍ତ୍ତି ଏସୟୁଭି କାରକୁ ଜବତ। ସୁରକ୍ଷାକର୍ମୀ କାରକୁ ଜବତ କରିବା ସହ ପୁଲିସକୁ ଖବର ଦେଇଥିଲେ। କାର ଭିତରରୁ ୨୦ଟି ଜିଲୋଟିନ୍ ଷ୍ଟିକ୍ ମିଳିଛି। ଘଟଣାସ୍ଥଳରେ ବମ୍ ସ୍କ୍ୱାଡ ପହଞ୍ଚିବା ସହ, ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ କରିବ ବୋଲି…

ପିସିସି ସଭାପତିଙ୍କ ଗାଡି ଉପରକୁ ଆକ୍ରମଣ,…

କେନ୍ଦୁଝର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ ଆକ୍ରମଣ। ଆକ୍ରମଣ ଘଟଣାରେ ବିଜେପି ଯୁବ ମୋର୍ଚ୍ଚା ଜିଲ୍ଲା ସମ୍ପାଦକ ସଞ୍ଜୟ ମହାନ୍ତିଙ୍କ ନାଁରେ ଟାଉନ୍‌ ଥାନାରେ ଏତଲା ହୋଇଛି। ଥାନାରେ ଅଭିଯୋଗ ପରେ ସଞ୍ଜୟଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି। ତାଙ୍କ ସହ ମୋଟ୍‌ ୫…

ଅମାନିଆ ଗାଡ଼ିଚାଳକ ସାବଧାନ: ବଦଳିଲା…

କଟକ: ରାସ୍ତାରେ ଯାତାୟତ ଗାଡ଼ିକୁ ପୁଲିସ ଜବତ କରିପାରିବନି ବୋଲି ଗତକାଲି ନିର୍ଦ୍ଦେଶ ଦେଇଥିବା ଓଡ଼ିଶା ହାଇକୋର୍ଟ ଆଜି ପୁଣି ନିଜ ନିଷ୍ପତ୍ତିରେ ସଂଶୋଧନ ଆଣିଛନ୍ତି। କୋହଳ ହୋଇଥିବା ଗାଡ଼ି ଚଳାଚଳ କଟକଣା ପୁଣି ଲାଗୁ ହୋଇଛି। ହାଇକୋର୍ଟଙ୍କ ସାନି ନିର୍ଦ୍ଦେଶ ଅନୁସାରେ କୋହଳ କଟକଣା ସମସ୍ତଙ୍କ ପାଇଁ ଲାଗୁ…

କରୋନା: ଭୁବନେଶ୍ବର, କେନ୍ଦୁଝର,…

ଭୁବନେଶ୍ବର: ଏକଦା ଦିଲ୍ଲୀରେ ପ୍ରଦୂଷଣ କମ୍‌ କରିବା ପାଇଁ କେଜ୍ରିଓ୍ବାଲ ସରକାରଙ୍କ ପକ୍ଷରୁ ଯୁଗ୍ମ-ଅଯୁଗ୍ମ ଗାଡ଼ି ଚଳାଚଳ ବ୍ୟବସ୍ଥା ଲାଗୁ କରାଯାଇଥିବା ବେଳେ ଏବେ କରୋନା ଭୂତାଣୁ ସଂକ୍ରମଣ କମ କରିବା ଲକ୍ଷ୍ୟରେ ସମାନ ପନ୍ଥା ଆପଣେଇଛନ୍ତି ଓଡ଼ିଶା ସରକାର। ଯୁଗ୍ମ ତାରିଖରେ ଯୁଗ୍ମ ନମ୍ବର ଥିବା ଗାଡ଼ି ଓ…