Odisha Link
Bridging the Missing Links in Odisha
Browsing Tag

Venkaiah Naidu

କେନ୍ଦ୍ର ସରକାର ଓ ଟ୍ବିଟର ବିବାଦ:…

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଓ ଟ୍ବିଟର ମଧ୍ୟରେ ଲାଗି ରହିଛି ବିବାଦ। ଏବେ ଏହି ବିବାଦ ଘନେଇବାରେ ଲାଗିଛି। କାରଣ ଟ୍ବିଟର ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟେଇ ଦେଇଛି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅନ୍ୟପଟେ ସଂଘର କିଛି କାର୍ଯ୍ୟକର୍ତ୍ତାଙ୍କ ନାମ ମଧ୍ୟ…

ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ…

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ। ମୁଖ୍ୟ ଅତିଥି ଭାବେ ଶ୍ରୀ ନାଇଡୁ ଯୋଗ ଦେଇଥିବା ବେଳେ ସମାରୋହର ଅଧ୍ୟକ୍ଷତା କରିଥିଲେ ବିଶ୍ବବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଅପରପକ୍ଷେ ମୁଖ୍ୟ ଅତିଥି ଭାବେ ଉଚ୍ଚଶିକ୍ଷା…

‌ଆସନ୍ତାକାଲି ଓଡ଼ିଶା ଆସିବେ…

ଭୁବନେଶ୍ୱର: ‌ଆସନ୍ତାକାଲି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି। ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ। ହାଇଦ୍ରାବାଦରୁ ସ୍ୱତନ୍ତ୍ର ବିମାନ ଯୋଗେ ସେ କାଲି ୧୧ଟା ୨୦ ମିନିଟରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ସ୍ୱାଗତ କରିବା ପରେ…

ଉତ୍କଳ ବିଶ୍ୱବିଦ୍ୟାଳୟରେ କରୋନା ପରୀକ୍ଷା

ଭୁବନେଶ୍ବର: ଏପ୍ରିଲ ୨ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ। ୫୦ ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାମିଲ ହେବା ପାଇଁ ଉପରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରାଯାଇଛି। ଭେଙ୍କେୟା ନାଇଡୁଙ୍କ ଗସ୍ତକୁ ନଜରରେ ରଖି କ୍ୟାମ୍ପସରେ କରୋନା ପରୀକ୍ଷା କରାଯାଉଛି।…

ଏପ୍ରିଲ ୨ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାୟିଡୁ। ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଏପ୍ରିଲ ୨ରେ ଓଡ଼ିଶା ଆସିବେ ଭେଙ୍କେୟା ନାଇଡୁ। ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ସଫଳ କରିବା ପାଇଁ…

ଆସନ୍ତାକାଲି ବଲାଙ୍ଗୀର ଗସ୍ତ କରିବେ…

ବଲାଙ୍ଗିର: ବଲାଙ୍ଗିର ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ୍.ଭେଙ୍କିଆ ନାଇଡୁ। କାଲି ସେ ବଲାଙ୍ଗିରରେ ଏକ ସ୍ବତନ୍ତ୍ର ହେଲିକ୍ୟାପଟରରେ ପହଞ୍ଚିବେ। ବଲାଙ୍ଗିର ଗସ୍ତ ବେଳେ ସେ ରାଜ୍ୟର ଦ୍ବିତୀୟ ଏଲ୍.ପି.ଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ ଉତ୍ସବ ସହ ରାଜେନ୍ଦ୍ର କଲେଜର ପ୍ଲାଟିନମ୍ ଜୁବୁଲୀ ଉତ୍ସବରେ…

ଗୃହରେ କାହିଁକି କାନ୍ଦିଲେ ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ: ଗୃହରେ ଶୋକବାର୍ତ୍ତା ରଖିବା ବେଳେ କାନ୍ଦି ପକାଇଲେ ରାଜ୍ୟସଭା ଅଧ୍ୟକ୍ଷ। ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୋକବାର୍ତ୍ତା ରଖିବା ବେଳେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ କାନ୍ଦିବାର ଦୃଶ୍ୟ ଦେଖିବାକୁ ମିଳିଛି। ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟସଭା ଅଧ୍ୟକ୍ଷ…