Odisha Link
Bridging the Missing Links in Odisha
Browsing Tag

Video Conference

କରୋନା ସମୟରେ ମା’ ମାନଙ୍କୁ ନୂଆ…

ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଦେଶର ଗରିବ ମା’ଭଉଣୀ ମାନଙ୍କୁ ନୂଆ ଉର୍ଜା ଦେଇଛି ବୋଲି ଶନିବାର ଦେଶର ୧ ହଜାରରୁ ଉର୍ଦ୍ଧ୍ୱ ଉଜ୍ଜଳା ଲାଭାର୍ଥୀଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ କଥା ହେବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।…

“ଦୁଇ ଗଜର ଦୂରତା” ନମାନିଲେ…

ନୂଆଦିଲ୍ଲୀ: ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ ଆଲୋଚର କରିଛନ୍ତି। ମହାମାରୀ କରୋନା ମୁକାବିଲା ନେଇ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୋଦି। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ କଥା ଉପରେ ଆଲୋଚନା…

ଆମେରିକାର ପ୍ରବାସୀ ଓଡ଼ିଆଙ୍କ ସହ ଭିଡିଓ…

ନୂଆଦିଲ୍ଲୀ: କରୋନା ମହାମାରୀ ମୁକାବିଲା ସମୟରେ ଆମେରିକାରେ ବସବାସ କରୁଥିବା ଅନେକ ପ୍ରତିଷ୍ଠିତ ଓଡିଆ ମାନଙ୍କ ସହ ଭିଡିଓ କନଫରେନ୍ସିଂରେ ଦୀର୍ଘ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନା ବିଶ୍ୱ ମହମାରୀର ସବୁ ଅସୁବିଧା ଏବଂ ଆହ୍ୱାନ ମଧ୍ୟରେ ଭାରତ ଓ ଓଡିଶାର ବିକାଶ ପାଇଁ ନୂଆ…

କାଲି ଅପରାହ୍ନରେ ସମସ୍ତ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭାଇରସ୍। ଏହାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍। ମହାମାରୀ ମୁକାବିଲା କରିବା ପାଇଁ ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହାରି ମଧ୍ୟରେ ଆସନ୍ତାକାଲି ଅପରାହ୍ନ ୩ଟା ସମୟରେ ପୁଣିଥରେ…

୬ଟି ଉପସାଗରୀୟ ଦେଶର ଓଡ଼ିଆ ସମାଜର…

ନୂଆଦିଲ୍ଲୀ: ଉପସାଗରୀୟ ଦେଶ ସମୂହର ୬ଟି ପ୍ରମୁଖ ଦେଶରେ ରହୁଥିବା ଓଡିଆ ସମାଜର ବ୍ୟକ୍ତିମାନଙ୍କ ସହ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କରୋନା ପରବର୍ତୀ ପରିସ୍ଥିତିରେ ଭାରତ ବିଶ୍ୱ ଅର୍ଥନୀତିର ସମ୍ଭାବନାର କେନ୍ଦ୍ର ହେବା ନେଇ ଆକଳନ କରାଯାଉଛି।…

ମାନ ଅଭିମାନ ଭୁଲି ସମାଜର ସେବା କରିବା:…

ନୂଆଦିଲ୍ଲୀ: ଓଡ଼ିଶାର ପମୁଖ ସିଭିଲ୍ ସୋସାଇଟି ନେତୃତ୍ୱଙ୍କ ସହ କରୋନା ସମୟରେ ରାଜ୍ୟରେ ପରିସ୍ଥିତି, ଏହାର ତ୍ୱରିତ ମୁକାବିଲା ଓ ଲମ୍ବା ସମୟ ବିକାଶ ଯୋଜନା ଉପରେ ଶନିବାର ଭିଡିଓ କନଫରେନ୍ସିଂ ଯୋଗେ ବିସ୍ତୃତ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟରେ କରୋନା ଆହ୍ୱାନକୁ…

କାଲି ଦେଶର ସମସ୍ତ ସରପଞ୍ଚଙ୍କ ସହ କଥା…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର। ଏପରିକି ୩ ମେ' ପର୍ଯ୍ୟନ୍ତ ସାରା ଦେଶ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାରି ମଧ୍ୟରେ ଆଉଥରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହିତ କଥାହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନା ମୁକାବିଲା…

୧ ହଜାରରୁ ଉର୍ଦ୍ଧ୍ୱ ଏଲପିଜି ବିତରକଙ୍କ…

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ୧ ହଜାରରୁ ଉର୍ଦ୍ଧ୍ୱ ଏଲପିଜି ବିତରକଙ୍କ ସହ ଆଲୋଚନା କରିଥିବା ବେଳେ ଗରିବଙ୍କ ସୁବିଧା ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ମାଗଣାରେ ଅଧିକରୁ ଅଧିକ ଉଜ୍ଜ୍ୱଳା ରିଫିଲ୍ ଉପରେ ଗୁରୁତ୍ୱାରୋପ…

ଲକ୍‌ଡାଉନ୍ ଅବଧିରେ ଓଡ଼ିଶାବାସୀଙ୍କ…

ଭୁବନେଶ୍ବର: କରୋନା ମହାମାରୀର ମୁକାବିଲା ପାଇଁ ଓଡିଶାର ପରିଚାଳନା ଦାୟିତ୍ୱରେ ଥିବା କେନ୍ଦ୍ର ସରକାରଙ୍କ ରାଷ୍ଟ୍ରାୟତ ଉଦ୍ୟୋଗର ବରିଷ୍ଠ ଅଧିକାରୀମାନଙ୍କ ସହ ଭିଡିଓ କନଫରେନ୍ସି ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ…

ମୁଁ ୨୪ ଘଣ୍ଟା ଉପଲବ୍ଧ ରହିଛି: ମୋଦି

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସକୁ ନେଇ ଆଜି ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୁହଁରେ ମାସ୍କ ପିନ୍ଧି ସାମନାକୁ ଆସିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଭିଡିଓ କନଫରେନସିଂ ବେଳେ ବିଭିନ୍ନ ରାଜ୍ୟର…