Odisha Link
Bridging the Missing Links in Odisha
Browsing Tag

Vigilance Net

ଭିଜିଲାନ୍ସ ଜାଲରେ କୋଟିପତି କିରାଣି

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କିରାଣିଙ୍କ ଘରେ ରେଡ୍ ମାରିଥିଲା ଭିଜିଲାନ୍ସ। ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଚଢାଉ ପରେ ଆଜି ଗିରଫ ହୋଇଛନ୍ତି କିରାଣି। ମିଳିଥିବା ସୂଚନା ଅନୁସାରେ, ଗତକାଲି ସିନିୟର କ୍ଲର୍କ ଦିଲ୍ଲୀପ କୁମାର…

ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ସୁବର୍ଣ୍ଣପୁର: ବିରମହାରାଜପୁର ବ୍ଲକର ଶିକ୍ଷକ ସନ୍ତୋଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର, ସୁବର୍ଣ୍ଣପୁର ଭିଜିଲାନ୍ସର ମିଳିତ ଚଢ଼ାଉ କରିଛି। ପୈତୃକ ଘର କେଞ୍ଝରିଆପାଲି ସମେତ ଲାତୁରପେଟରେ ଥିବା ଘରେ ଏକା ସାଙ୍ଗରେ ଚାଲିଛି ଚଢାଉ। ସନ୍ତୋଷ ସାହୁ…

ଭିଜିଲାନ୍ସ ଜାଲରେ ଏସଡିଏମଓ

ରେଢାଖୋଲ: ଭିଜିଲାନ୍ସ ଜାଲରେ ଧରାପଡିଲେ ଏସଡିଏମଓ । ଲାଞ୍ଚ ନେବା ବେଳେ ରେଢାଖୋଲ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ବିପିନ୍ ସାହୁଙ୍କୁ ଧରିଛି ଭିଜିଲାନ୍ସ । ତେବେ ବିପିନ୍ ଅସ୍ତ୍ରୋପଚାର ପାଇଁ ରୋଗୀ ସମ୍ପର୍କୀୟଙ୍କ ଠାରୁ ଲାଞ୍ଚ ନେଉଥିଲେ । ରୋଗୀଙ୍କ ସମ୍ପର୍କୀୟଙ୍କ ଠାରୁ ୫୫୦୦ ଟଙ୍କା ଲାଞ୍ଚ…

ଭିଜିଲାନ୍ସ ଜାଲରେ ଫରେଷ୍ଟର

ସୁବର୍ଣ୍ଣପୁର: ବିନିକା ରେଞ୍ଜର ଫରେଷ୍ଟର ଜଗବନ୍ଧୁ ବାରିକଙ୍କ ଘରେ ଓ ବିନିକା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋନପୁର ଓ ସମ୍ବଲପୁରର ଦୁଇଟି ଭିଜିଲାନ୍ସ ଟିମ୍ ଆଜି ଏକକାଳୀନ ସୋନପୁର ସହର ଶାନ୍ତି ନଗର ପଡ଼ାରେ ଥିବା ଘର, ଜିଲ୍ଲାପାଳଙ୍କ…

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର…

ଭୁବନେଶ୍ବର: ଆୟବର୍ହିଭୁତ ସଂପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୂର୍ତ୍ତ ବିଭାଗର ବରିଷ୍ଠ କିରାଣୀ ଅସିତ ନାୟ। ଅସିତଙ୍କ ଡ଼ୁମଡ଼ୁମା ବାସଭବନ ସମେତ ଏକା ସାଙ୍ଗରେ ୫ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ। ଭିଜିଲାନ୍ସ ଡୁମ୍‌ଡୁମାରେ ଥିବା ତାଙ୍କ ୩ ମହଲା ବିଶିଷ୍ଟ କୋଠା, ଜଟଣୀର ପ୍ରଧାନ…

ଭିଜିଲାନ୍ସ ଜାଲରେ ସ୍ପେଶାଲ ପ୍ଲାନିଂ…

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ସ୍ପେଶାଲ ପ୍ଲାନିଂ ଅଫିସର। ବଲାଙ୍ଗୀର ସ୍ପେଶାଲ ପ୍ଲାନିଂ ଅଫିସର ଜୀବାଦିଶ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍‌ କରାଯାଇଛି। ଏକା ସାଙ୍ଗରେ ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ୍‌ ଜାରି ରହିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ଼୍‌…

ଭିଜିଲାନ୍ସ ଜାଲରେ ୩ ଯନ୍ତ୍ରୀ

ନବରଙ୍ଗପୁର: ଆଦିବାସୀ ଉନ୍ନୟନ ସଂସ୍ଥାର ୩ଜଣ ସହକାରୀ ଯନ୍ତ୍ରୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେମାନଙ୍କର ନିକଟରୁ ୩ଲକ୍ଷ ୯ହଜାର ୪୦୦ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି। ଆଇଟିଡିଏର ଭାରପ୍ରାପ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ ଶରତ କୁମାର ମାଝୀ ସମେତ ଦୁଇ ସହକାରୀ ଯନ୍ତ୍ରୀ ବି.ଏନ.ବେହେରା (…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ…

ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ଅଧିକାରୀ। ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଆଜି ଚଢ଼ଉ କରିଛି। ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗର ୪୦ ଜଣିଆ ଟିମ୍‌ ଚଢ଼ଉ କରିଛନ୍ତି। ନାରାୟଣଙ୍କ ଘର ସମେତ ଏକ କାଳୀନ ୬ ଟି…

IFS ଅଫିସରଙ୍କ ଘରେ ଭିଜିଲାନ୍ସ ଚଢଉ

ଭୁବନେଶ୍ୱର: IFS ଅଫିସରଙ୍କ ଘରେ ଭିଜିଲାନ୍ସ ଚଢଉ। IFS ଅଭୟକାନ୍ତ ପାଠକଙ୍କ ଘରେ କେନ୍ଦ୍ରୀୟ ସଂସ୍ଥାର ସୂଚନା କ୍ରମେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ୧୯୮୭ ବ୍ୟାଚ୍‌ର IFS ଅଭୟ ଅତିରିକ୍ତ PCCF ଅଛନ୍ତି। ଭୁବନେଶ୍ବରର ୫ଟି…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ଗିରିଷ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଗିରିଷ କୁମାରଙ୍କ ଆଦର୍ଶପଡାସ୍ଥିତ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଏହା ସହିତ ଭିଜିଲାନ୍ସ ଟିମ୍‌ ଦେଓଗାଁ…