ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ…
ରାୟଗଡା: ଗତ କିଛି ଦିନ ହେବ ରାଜ୍ୟରେ କଡ଼ା କାର୍ଯାନୁଷ୍ଠାନ ଗ୍ରହଣ କରୁଛି ଭିଜିଲାନ୍ସ। ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାର ବାବୁ। ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି।
ରାୟଗଡ଼ା ଡିଭିଜନ୍-୨ର…