Odisha Link
Bridging the Missing Links in Odisha
Browsing Tag

Vigilance Raid

ଭିଜିଲାନ୍ସ ଜାଲରେ ପଡ଼ିଲେ ପୁଣି ସରକାରୀ…

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପୁଣି ଫସିଲେ ୨ କିରାଣି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ବ୍ରହ୍ମପୁର ବନ ବିଭାଗର କନିଷ୍ଠ କିରାଣି ସୂର୍ଯ୍ୟ ନାରାୟଣ ତ୍ରିପାଠୀ ଓ ଚିଲିକା ୱାଇଲ୍ଡ୍ ଲାଇଫ୍ ଡିଭିଜନର କନିଷ୍ଠ କିରାଣି ନବୀନ ଚନ୍ଦ୍ର ବିଶୋଇଙ୍କ ଘରେ…

ଭିଜିଲାନ୍ସରେ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ : ଭିଜିଲାନ୍ସରେ ଜାଲରେ କନିଷ୍ଠ ଯନ୍ତ୍ରୀ। ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ ଉନ୍ନୟନ ବିଭାଗରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବା ଜଣାପଡ଼ିଛି । କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ବଇଣ୍ଡାସ୍ଥିତ ସରକାରୀ ବାସଭବନ ଓ…

ମିର୍‌ ରାଜା ଅଲ୍ଲୀଙ୍କ କାର୍ଯ୍ୟାଳୟରେ…

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଚଢ଼ଉ ସମୟରେ ଭିଜିଲାନ୍ସ ଟିମ୍‌ ତାଙ୍କ ଡ୍ରୟର୍‌ରୁ ୨ ଲକ୍ଷ ୩୪ ହଜାର ୯ଶହ ଟଙ୍କା ଜବତ କରିଛି। ଏହାସହ ତାଙ୍କ କାର୍ଯ୍ୟାଳୟରେ ତନାଘନା କରିଛି ଭିଜିଲାନ୍ସ ଟିମ୍। ଭିଜିଲାନ୍ସ…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ…

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ। ଭୁବନେଶ୍ୱର ଆର-ଆଣ୍ଡ- ବି ଡିଭିଜନ-୫ର ସହକାରୀ ଯନ୍ତ୍ରୀ ସାରଦା ପ୍ରସାଦ ଗୌଡଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସାରଦା ପ୍ରସାଦଙ୍କ ବାସଭବନ ସମେତ ୪ଟି ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଚଢ଼ାଉ ସମୟରେ ତାଙ୍କ ପାଖରୁ ୧ କୋଟି ୫୫…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ,…

ଭୁବନେଶ୍ବର: ଭିଜିନଲାନ୍ସ ଜାଲରେ କୁବେର ଯନ୍ତ୍ରୀ। ଭୁବନେଶ୍ୱର ଜିପିଏଚ ଡିଭିଜନ-୨ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ରନାଥ ପ୍ରଧାନଙ୍କୁ ଅଟକ ରଖିଛି ଭିଜିଲାନ୍ସ ଟିମ୍‌ ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଏକାକାଳିନୀ ୬ଟି ଜାଗାରେ ରେଡ୍ କରିଛି ଭିଜିଲାନ୍ସ। ଭୁବନେଶ୍ୱର ନୟାପଲ୍ଲୀରେ ଦୁଇ ମହଲା…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ…

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କ ସରକାରୀ କାର୍ଯ୍ୟାଳୟ ସମେତ ଛଅଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଜାରି ରହିଥିବାର ଖବର ମିଳିଛି। ଏଥିମଧ୍ୟରେ ନୟାପଲ୍ଲୀରେ ଥିବା…

ଭିଜିଲାନ୍ସ ଜାଲରେ ବାଲୁଗାଁର…

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ରେଞ୍ଜର ଅବସରପ୍ରାପ୍ତ ରେଞ୍ଜର ଅଭୟ ଜେନାଙ୍କ ବାସଭବନ ସମେତ ୫ଟି ଜାଗାରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆଜି ସକାଳେ ଅଭୟ ଜେନାଙ୍କ ଭୁବନେଶ୍ବର ନ୍ୟୁ ଫରେଷ୍ଟ ପାର୍କରେ ଥିବା ୩ ମହଲା ଘର, ଭୀମପୁର ମୌଜା, ବାରଙ୍ଗ,…

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ। ଆଜି ବ୍ରହ୍ମପୁର ରୋଡ୍‌ ଆଣ୍ଡ୍ ସର୍କଲ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ପାଢୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଇଛି। ବିନୋଦ ପାଢୀଙ୍କ ବ୍ରହ୍ମପୁର…

କୋପରେଟିଭ୍ ସୋସାଇଟିର ସବ୍ ଆସିଷ୍ଟାଣ୍ଟ…

ପୁରୀ: ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ କୋପରେଟିଭ୍ ସୋସାଇଟିର ସବ୍ ଆସିଷ୍ଟାଣ୍ଟ ଅଡିଟର ଜେନେରାଲ ରାମ କୃଷ୍ଣ କରଙ୍କ ଘରେ ଆଜି ଚଢାଉ କରିଛି ଭିଜିଲାନ୍ସ । ରାମ କୃଷ୍ଣଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ପକ୍ଷରୁ ଏକାକାଳୀନ ଭାବେ ଚଢାଉ କରାଯାଇଛି। ମୁକୁନ୍ଦପ୍ରସାଦରେ ଥିବା ଦୁଇ ମହଲା…

ଭିଜିଲାନ୍ସ ଜାଲରେ ଏନଏସିର ସହକାରୀ…

ସମ୍ବଲପୁର : ସମ୍ବଲପୁର ଜିଲା କୁଚିଣ୍ଡାରେ ଏନଏସିର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ଚଢାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଏହି ଚଢାଉ କରିଛି। କୁଚିଣ୍ଡାରେ ଥିବା ୨ଟି ଘରେ ଏବଂ ଘୋଷା ସ୍ଥିତ ଗୋଟିଏ ଘରେ ଭିଜିଲାନ୍ସ ଚଢାଉ କରିଛି।…