Odisha Link
Bridging the Missing Links in Odisha
Browsing Tag

Vigilance

ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଶ୍ରମ…

ନୂଆପଡ଼ା: ଲାଞ୍ଚ ନେଲା ବେଳେ ଧରା ପଡ଼ିଲେ ନୂଆପଡ଼ାର ଜିଲ୍ଳା ଶ୍ରମ ଅଧିକାରୀ। ଆଜି ଜଣେ ବ୍ୟକ୍ତିଙ୍କଠାରୁ ଲେବର କାର୍ଡ କରାଇ ଦେବା ପାଇଁ ନିଜ ଖରିଆରରୋଡସ୍ଥିତ ଅଫିସରେ ୪୦ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ ଜିଲ୍ଲା ଶ୍ରମ ଅଧିକାରୀ ଶରତ କୁମାର ପାଣିଗ୍ରାହୀଙ୍କୁ ନୂଆପଡା ଭିଜିଲାନ୍ସ ଧରିଛି। ମିଳିଥିବା…

ଲାଞ୍ଚ ନେଇ ଧରାପଡ଼ିଲେ ଜିଆର୍‌ଏସ୍‌

ବାଲେଶ୍ବର: ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଜିଆର୍‌ଏସ୍‌। ଏମିତି ଏକ ଘଟଣା ଘଟିଛି ରେମୁଣା ବ୍ଲକ ଅନ୍ତର୍ଗତ ଦୁର୍ଗାଦେବୀ ପଞ୍ଚାୟତରରେ। ଜିଆର୍‌ଏସ୍‌ ଭଜିଲାନ୍ସ ବିଭାଗର ଅଧିକାରୀଙ୍କ ଜାଲରେ ଛନ୍ଦି ହୋଇପଡ଼ିଛନ୍ତି। ବିଜୁ ପକ୍କା ଘର କରାଇ ଦେବା ପାଇଁ ଜଣେ ହିତାଧୀକାରୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ…

ଭିଜିଲାନ୍ସ ଜାଲରେ ଉମା ସେବା ସମବାୟ…

ବୌଦ୍ଧ: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ସେବା ସମବାୟ ସମିତିର ସମ୍ପାଦକ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି। ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍ ଉମା ସେବା ସମବାୟ ସମିତି ସମ୍ପାଦକ ସନ୍ତୋଷ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି ।…

ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ

ବରଗଡ଼: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପ୍ରଧାନ ଶିକ୍ଷକ। ବରଗଡ଼ ଗଣ୍ଠିଆପାଲି ଉଚ୍ଚ ବିଦ୍ୟାଳୟରେ ଇଂଚାର୍ଜ ପ୍ରଧାନ ଶିକ୍ଷକଙ୍କ ଘରେ ହୋଇଛି ରେଡ଼ । ଇଂଚାର୍ଜରେ ଥିବା ପ୍ରଧାନ ଶିକ୍ଷକଙ୍କର ନାମ ହେଉଛି ପ୍ରମୋଦ ପାଣିଗ୍ରାହୀ। ତେବେ ତିଳେଇମାଲ, ଆଗଲପୁର, ଓ…

ମୋ ବିରୋଧରେ ଷଡଯନ୍ତ୍ର କରାଯାଇଛି,…

ଭୁବନେଶ୍ୱର: ରିମାଣ୍ଡ ଅବଧି ସରିବା ପରେ ନିଲମ୍ବିତ IFS ଅଧିକାରୀ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଆଜି ଭୁବନେଶ୍ୱର କୋର୍ଟରେ ଉଭୟଙ୍କୁ ହାଜର କରାଯାଇଥିଲା। ଏହାପରେ ଉଭୟଙ୍କୁ ଜେଲ୍ ପଠାଇ ଦିଆଯାଇଛି। ଜେଲ୍ ଯିବା ବେଳେ ଗଣମାଧ୍ୟମ ସମ୍ମୁଖରେ ଆକାଶ କହିଛନ୍ତି, ମୁଁ ଟାଟାରେ ଚାକିରି…

ଗିରଫ ହେଲେ କୋଟପିତ ରେଞ୍ଜର

ବଲାଙ୍ଗିର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବଲାଙ୍ଗିର ଜିଲ୍ଲା ମୁରିବାହଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକଙ୍କୁ ଗିରଫ କରିଛି । ରେଡ୍ ବେଳେ ପ୍ରଶାନ୍ତଙ୍କ ପାଖରୁ ୧ କୋଟି ୮୬ ଲକ୍ଷ ୫୪ ହଜାର ୫୯୨ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଡିସେମ୍ବର ୩ ତାରିଖରେ…

ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ…

ଧର୍ମଗଡ଼: ଲାଞ୍ଚ ନେବା ପଡ଼ିଲା ମହଙ୍ଗା । ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ ୫୦୦୦ ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ପଡ଼ିଲେ କୋକସରା ସିଡିପିଓ। ଭିଜିଲାନ୍ସ ତାଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଆଲୋଚନା ହେଉଛି। ସୂଚନା ଅନୁସାରେ, ୩ ମାସର ବକେୟା ଦରମା କରାଇଦେବା ପାଇଁ…

ଆକାଶ ପାଠକଙ୍କୁ କେତେ ଟଙ୍କା ଦେଇଛନ୍ତି…

ଭୁବନେଶ୍ବର: ଆୟ ବର୍ହିଭୂତ ସମ୍ପତି ଠୁଳ ମାମଲାରେ କୋଟିପତି ପାଠକ ବାପା-ପୁଅଙ୍କୁ ଘନ ଘନ ଜେରା ଚାଲିଥିବା ବେଳେ ସନ୍ଦେହ ଘେରକୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆସିଛନ୍ତି। ଦୁହିଁଙ୍କ ମଧ୍ୟରେ ଟଙ୍କା କାରବାରର ହୋଇଥିବାର ପ୍ରମାଣ ଭିଜିଲାନ୍ସକୁ ମିଳିଛି। ତେବେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ…

ପାଠକ ବାପ-ପୁଅ ଆକାଉଣ୍ଟରୁ ୧୪ କୋଟି,…

ଭୁବନେଶ୍ୱର: କୋଟି କୋଟି ଟଙ୍କାର ଠକେଇ କରି ନିଜ ବ୍ୟାଙ୍କ ଆକାଉଣ୍ଟ ଭରୁଥିଲେ ପାଠକ ବାପ-ପୁଅ। ପାଠକ ବାପ-ପୁଅ ଆକାଉଣ୍ଟ ଖୋଳତାଡ଼ ପରେ ଭିଜିଲାନ୍ସ ହାତରେ ଲାଗିଛି ବଡ ପ୍ରମାଣ। ନିଲମ୍ବିତ IFS ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କ ତିନୋଟି ବ୍ୟାଙ୍କ ଆକାଉଣ୍ଟରେ ୧୪ କୋଟି ୭୭ ଲକ୍ଷ ଟଙ୍କା ଜମା…

ଭାବି ସମୁଦି ଅଭୟକାନ୍ତଙ୍କୁ ଅଭୟ ଦେଇଥିଲେ…

ଭୁବନେଶ୍ବର: ଯେତେ ଲୁଚେଇଲେ ବି ଲୁଚିବାର ନା ଧରୁନି କୁବେର ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କ କଳା କାରନାମା। ପାଠକ ବାପ-ପୁଅଙ୍କ ଗୋଟିଏ ପରେ ଗୋଟିଏ କାରନାମା ପଦାରେ ପଡ଼ିବାରେ ଲାଗିଛି। ନିଜକୁ ଟାଟା ମୋଟର୍ସର ଏମ୍‌ଡି ବୋଲି ପରିଚୟ ଦେଇ ଆକାଶ ବେକାର ଯୁବକ ଯୁବତୀଙ୍କୁ କେମିତି କୋଟି…