Odisha Link
Bridging the Missing Links in Odisha
Browsing Tag

Vigillance

୫୦ ହଜାର ଲାଞ୍ଚ ନେଉଥିଲେ କେରଙ୍ଗ କଲେଜ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ କଲେଜ ଅଧ୍ୟକ୍ଷା। ୫୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଖୋର୍ଦ୍ଧା ଜିିଲ୍ଲା କେରଙ୍ଗ କଲେଜ ଅଧ୍ୟକ୍ଷା ବିଦ୍ୟୁତପ୍ରଭା ଜେନା। ଏରିଅର୍ ଟଙ୍କା ପାଇଁ ଲାଇବ୍ରେରିଆନ୍‌ଙ୍କଠୁ ୫୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଖୋର୍ଦ୍ଧା…

ଗିରଫ ହେଲେ କୁବେର ଦିଦି

ଭୁବନେଶ୍ବର: କୁବେର ଅଙ୍ଗନବାଡ଼ି ଦିଦି ଗିରଫ। ଆଜି ଭିଜିଲାନ୍ସ ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡ଼ି ଦିଦି କବିତା ମଥାନଙ୍କୁ ଗିରଫ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗତକାଲି କବିତାଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଥିଲା। ୟକବିତାଙ୍କ ଭୁବନେଶ୍ୱର କେଶୁରା ଓ ଝାରପଡ଼ାରେ ଏକାଧିକ ବହୁତଳ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ…

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ସହକାରୀ ଯନ୍ତ୍ରୀ ପର୍ଶୁରାମ ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ…

ଭିଜିଲାନ୍ସ ଜାଲରେ ପିଇଓ

ବରଗଡ଼: ଭିଜିଲାନ୍ସ ଜାଲରେ ପିଇଓ। ବରଗଡ଼ ଭଟଲି ବ୍ଲକ କେସେଇପାଲିର ପିଇଓ ଉମେଶ ସେଠଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଛି। ଉଭୟ ଗ୍ରାମପଞ୍ଚାୟତ ଅଫିସ ସହ ୪ ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। କେଲେଣ୍ଡାପାଲି ପଞ୍ଚାୟତ ଦାୟିତ୍ୱରେ ମଧ୍ୟ ଅଛନ୍ତି ଉମେଶ…

ଭିଜିଲାନ୍ସ ଜାଲରେ ପିଇଓ

ସୋନପୁର: ଭିଜିଲାନ୍ସ ଜାଲରେ ପିଇଓ। ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( PEO)ଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ। ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ…

ଭିଜିଲାନ୍ସକୁ ଗଲା ପ୍ରଦୀପ ମାମଲା

ଭୁବନେଶ୍ବର: ଭିଜିଲାନ୍ସକୁ ଗଲା ପ୍ରଦୀପଙ୍କ ମାମଲା। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ମାମଲାର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ। ୨ ମାସ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ସୁନ୍ଦରଗଡରେ ଭିଜିଲାନ୍ସ ଜାଲରେ ୱେସକୋ ଯନ୍ତ୍ରୀ। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି କନିଷ୍ଠ ଯନ୍ତ୍ରୀ। ଲାଞ୍ଚ ନେଉଥିବା ବେଳେ ୱେସକୋର ସବଡେଗା ସେକସନର କନିଷ୍ଠ ଯନ୍ତ୍ରୀ ଯଶୋବନ୍ତ ଦେଓଙ୍କୁ ଗିରଫ କରିଛି ଭିଜିଲାନ୍ସ । ଟାଙ୍ଗର…

ଗିରଫ ହେଲେ ଗଣିତ ଅଧ୍ୟାପକ

ଭୁବନେଶ୍ୱର: ଆୟବହିର୍ଭୁତ ସମ୍ପତି ଠୁଳ ଅଭଯୋଗରେ ବନ୍ଧାହେଲେ ଗଣିତ ଅଧ୍ୟାପକ। ସିଇଟି କଲେଜର ଗଣିତ ଅଧ୍ୟାପକ ପ୍ରଫେସର ଡ. ପ୍ରସନ୍ନ କୁମାର ମିଶ୍ରଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରସନ୍ନ କୁମାରଙ୍କ ଖଣ୍ଡଗିରି ବାସ ଭବନ ସମେତ ୪ ଟି ସ୍ଥାନରେ କାଲି ଚଢ଼ଉ କରିଥିଲା…

ଭିଜିଲାନ୍ସ ଜାଲରେ ସହକାରୀ ଅଧ୍ୟାପକ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଫସିଛନ୍ତି ସହକାରୀ ଅଧ୍ୟାପକ। ଭୁବନେଶ୍ବର ସ୍ଥିତ ଘାଟିକିଆ ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ପ୍ରସନ୍ନ କୁମାର ମିଶ୍ର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ତାଙ୍କ…

ଭିଜିଲାନ୍ସ ଜାଲରେ ତହସିଲଦାର

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ତହସିଲଦାର। ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ତରଭା ତହସିଲଦାର ସୁବ୍ରତ କୁମାର ବେହେରା। ୨୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି। ସୂଚନା ମୁତାବକ, ଘରଡିହ ବିକ୍ରି କରିବା ବେଳେ…