Odisha Link
Bridging the Missing Links in Odisha
Browsing Tag

Vigillance

ଭିଜିଲାନ୍ସ ଜାଲରେ ଫରେଷ୍ଟ ଗାର୍ଡ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଫସିଲେ ମହିଳା ଫରେଷ୍ଟ ଗାର୍ଡ। ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ସମ୍ବଲପୁର ଜୁଜୁମରାର ଫରେଷ୍ଟ ଗାର୍ଡ ମଧୁସ୍ମିତା ମହାପାତ୍ର। ୩୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ମଧୁସ୍ମିତା ମହାପାତ୍ର। ବନ ସୁରକ୍ଷା ସମିତିର କୋଠା ନିର୍ମାଣ ବିଲ୍ ପାସ୍ କରିବାକୁ…

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି: ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧ୍ୟାପକ ଜି.ନାଗେଶ୍ୱର ରାଓଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍। ପାରଳାଖେମୁଣ୍ଡି ରାଧାଗୋବିନ୍ଦ ନଗର ସମେତ ୬ଟି ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଏହି ଚଢ଼ାଉ…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ୍

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ୍। ନବରଙ୍ଗପୁର ଜିଲ୍ଲା ଆର୍‌ଏମ୍‌ସି ଅଫିସ ସିନିଅର ଆକାଉଣ୍ଟାଣ୍ଟ ଅଶୋକ ନନ୍ଦଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଛି। ଆଜି ସକାଳୁ ଭିଜିଲାନ୍ସ ଟିମ୍ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି।…

ଭିଜିଲାନ୍ସ ଜାଲରେ ରାଜସ୍ୱ ସହକାରୀ…

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାଜସ୍ୱ ସହକାରୀ ଅଧିକାରୀ। ରାୟଗଡ଼ା ସ୍ଥିତ କାଶୀପୁର ବ୍ଲକର ରାଜସ୍ୱ ସହକାରୀ ଅଧିକାରୀ ପ୍ରକାଶ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପ୍ରକାଶ ସାହୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନାଯୋଗ୍ୟ, ରାଜସ୍ୱ ସହକାରୀ ଅଧିକାରୀ ପ୍ରକାଶ…

ଜେଲ ଗଲେ କୋଟିପତି ବାବୁ

ଢେଙ୍କାନାଳ: ଜେଲ୍‌ ଗଲେ ଏଆରସିଏସ ରମେଶ ବେହେରା। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ  ଫ୍ୟାକ୍ଟି୍ର ଓ ବଏଲର୍ସ ଉପନିଦେ୍ର୍ଧଶକ ରମେଶ ବେହେରାଙ୍କୁ ଭିଜିଲାନ୍ସ ଗିରଫ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ୪ଟି ଟିମ ଏକ କାଳୀନ ଚାରୋଟି ଜାଗାରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଭୁବନେଶ୍ୱରର ପଟିଆରେ ଥିବା…

ନବରଙ୍ଗପୁର ଆରଟିଓଙ୍କ ଘରେ ଭିଜିଲାନ୍ସ…

ନବରଙ୍ଗପୁର: ନବରଙ୍ଗପୁର ଆର୍‌ଟିଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ। ଭିଜିଲାନ୍ସ ଜାଲରେ ପଡ଼ିଲେ ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କହଁର। ନବରଙ୍ଗପୁରରେ ଥିବା ଗଣେଶ୍ୱରଙ୍କ ଭଡ଼ା ଘର ସହ ଅଫିସ, ଫୁଲବାଣୀ, ଭୁବନେଶ୍ୱର, ପାରଳାଖେମୁଣ୍ଡିରେ ଥିବା ଘରେ ମଧ୍ୟ ଜୟପୁର ଭିଜିଲାନ୍ସ ଟିମ୍ ପକ୍ଷରୁ ରେଡ୍ ଚାଲିଛି। ଗତ ୨୧…

କୋପରେଟିଭ୍ ସୋସାଇଟିର ସବ୍ ଆସିଷ୍ଟାଣ୍ଟ…

ପୁରୀ: ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ କୋପରେଟିଭ୍ ସୋସାଇଟିର ସବ୍ ଆସିଷ୍ଟାଣ୍ଟ ଅଡିଟର ଜେନେରାଲ ରାମ କୃଷ୍ଣ କରଙ୍କ ଘରେ ଆଜି ଚଢାଉ କରିଛି ଭିଜିଲାନ୍ସ । ରାମ କୃଷ୍ଣଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ପକ୍ଷରୁ ଏକାକାଳୀନ ଭାବେ ଚଢାଉ କରାଯାଇଛି। ମୁକୁନ୍ଦପ୍ରସାଦରେ ଥିବା ଦୁଇ ମହଲା…

ଲାଞ୍ଚ ନେଇ ଗିରଫ ହେଲେ ବିଞ୍ଝାରପୁର…

ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନାର ଏଏସଆଇ ଯୁଧିଷ୍ଠିର ମଲ୍ଲିକ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଯାଜପୁର ଭିଜିଲାନ୍ସ ଚଢାଉ କରି ନଗଦ ଟଙ୍କା ସହ ତାଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ଅନୁସାରେ, ବିଞ୍ଝାରପୁର କଣ୍ଟିପୁର ଅଞ୍ଚଳର…

ଭିଜିଲାନ୍ସ ଜାଲରେ ବିଜୁଳି ବିଭାଗ କିରାଣୀ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ବିଜୁଳି ବିଭାଗର ଉପଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ଅଜିତ କୁମାର ମିଶ୍ରଙ୍କୁ ଗୁରୁବାର ଭିଜିଲାନ୍ସ ଗିରଫ କରିଛି। ବିଜୁଳି ଉପଭୋକ୍ତା ସରୋଜ କୁମାର ପାଢୀଙ୍କଠାର ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଳାହାଣ୍ଡି ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି।…