Odisha Link
Bridging the Missing Links in Odisha
Browsing Tag

Visit

ବାଲେଶ୍ୱରରେ ଗସ୍ତରେ ୩ ସଚିବ, ମେଗା…

ଭୁବନେଶ୍ୱର: ରାଜ୍ୟର ୩ ଜଣ ସଚିବ ବାଲେଶ୍ୱର ଜିଲ୍ଲା ଗସ୍ତ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭି.କେ. ପାଣ୍ଡିଆନ୍, ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାର ପ୍ରମୁଖ ବାଲେଶ୍ୱର ଗସ୍ତ କରିଛନ୍ତି। ବାଲେଶ୍ୱରରେ ପହଞ୍ଚିବା ପରେ ବିଭିନ୍ନ ମେଗା ପ୍ରକଳ୍ପର ସମୀକ୍ଷା କରିବାର…

‌ଆସନ୍ତାକାଲି ଓଡ଼ିଶା ଆସିବେ…

ଭୁବନେଶ୍ୱର: ‌ଆସନ୍ତାକାଲି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି। ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ। ହାଇଦ୍ରାବାଦରୁ ସ୍ୱତନ୍ତ୍ର ବିମାନ ଯୋଗେ ସେ କାଲି ୧୧ଟା ୨୦ ମିନିଟରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ସ୍ୱାଗତ କରିବା ପରେ…

୨ଦିନିଆ ବାଂଲାଦେଶ ଗସ୍ତରେ ମୋଦୀ

ନୂଆଦିଲ୍ଲୀ: ୨ଦିନିଆ ବାଂଲାଦେଶ ଗସ୍ତରେ ମୋଦୀ। କୋଭିଡ୍ ପର ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଦେଶ ଗସ୍ତରେ ଯାଇ ନ ଥିବା ବେଳେ ଆଜି ଦୁଇଦିନିଆ ବାଂଲାଦେଶ ଗସ୍ତରେ ଯାଇଛନ୍ତି। ସକାଳ ୭:୪୫ରେ ବାଂଲାଦେଶ ଅଭିମୁଖେ ଯାତ୍ରା କରିଛନ୍ତି। ମୋଦୀ ପୂର୍ବାହ୍ନ ୧୦ଟାରେ ଢାକାରେ ପହଞ୍ଚିବେ। ସେଠାରେ…

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ…

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଦ୍ବିତୀୟ ଦିନ। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଦର୍ଶନ ପାଇଁ ରାଜଭବନରୁ ରାଷ୍ଟ୍ରପତି ବାହାରି ସାରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ରାଷ୍ଟ୍ରପତି ପୁରୀ ଅଭିମୁଖେ ଯିବେ ଏବଂ…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଚଳିତ ମାସ ୨୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱର ଆହସବେ ବୋଲି ସୂଚନା ମିଳିଛି। ସୂଚନା ମୁତାବକ, ଚଳିତ ମାସ ୨୧ ଓ ୨୨ ତାରିଖ ଦୁଇଦିନ ରାଷ୍ଟ୍ରପତି ଓଡ଼ିଶାରେ…

ଆଜି ସୁନ୍ଦରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ପୂର୍ବାହ୍ନ…

ସକାଳୁ ଏକାମ୍ରକ୍ଷେତ୍ର ପ୍ରକଳ୍ପ…

ଭୁବନେଶ୍ୱର: ଆଜି ସକାଳୁ ଏକାମ୍ରକ୍ଷେତ୍ର ପ୍ରକଳ୍ପ ପରିଦର୍ଶନ କରିଛନ୍ତି 5-T ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍। ସେଠାରେ ଉପସ୍ଥିତ ଥିବା ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରିଛନ୍ତି ପଣ୍ଡିଆନ୍ ଲିଙ୍ଗରାଜ ମନ୍ଦିରର ବିକାଶ ପାଇଁ ଜମି ଦେଇଥିବା ଦୋକାନଙ୍କ ପୁନଃ ଥଇଥାନ ପାଇଁ…

ଦକ୍ଷିଣ ଓଡ଼ିଶା ଗସ୍ତରେ ୫-ଟି ସଚିବ ଓ…

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାସହ କରୋନା ମୁକାବିଲା କରିବା ପାଇଁ ସରକାରଙ୍କ ପକ୍ଷରୁ ବହୁ ପଦକ୍ଷେପ ନିଆଯାଉଛି। ସବୁ ଜିଲ୍ଲାରେ କୋଭିଡ଼ ହସ୍ପିଟାଲ ନିର୍ମାଣ ପାଇଁ ସରକାର ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ରାଜ୍ୟରେ କୋଭିଡ଼ ହସ୍ପିଟାଲର…

କାଲି ଓଡ଼ିଶା ଆସୁଛନ୍ତି ଶାହ

ଭୁବନେଶ୍ବର: ଆସନ୍ତା କାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। ଆସନ୍ତା କାଲି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ। କାଲି ସକାଳ ୧୦ଟା ୧୦ରେ ଭୁବନେଶ୍ବରରେ ପହଞ୍ଚିବେ ଶାହ। ସକାଳ ୧୦.୪୦ରୁ ଦିନ ୨ ଟା ପର୍ଯ୍ୟନ୍ତ ଲୋକସଭା ଭବନରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ…

‘ହାପିନେସ୍‌ କ୍ଲାସ୍‌’ ଦେଖିବେ ମେଲାନିଆ…

ନୂଆଦିଲ୍ଲୀ: ଆସନ୍ତା ୨୪ ତାରଖ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲଡ୍‌ ଟ୍ରମ୍ପ୍‌ ଏବଂ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ୍‌ । ଏହି ଗସ୍ତ ସମୟରେ ଦିଲ୍ଲୀର ଏକ ସରକାରୀ ସ୍କୁଲ୍‌ ପରିଦର୍ଶନ କରିବାକୁ ଯିବେ ମେଲାନିଆ ଟ୍ରମ୍ପ୍‌। ସାର୍ବଜନୀନ ଶିକ୍ଷା ବ୍ୟବସ୍ଥାରେ କେଜ୍ରିଓ୍ଵାଲ୍‌…