Odisha Link
Bridging the Missing Links in Odisha
Browsing Tag

Vk Pandian

ନୟାଗଡ଼ ଗସ୍ତରେ ୫-ଟି ସଚିବ, ଖୁବଶୀଘ୍ର…

ଓଏଲ୍‌ ବ୍ୟୁରୋ: ଆଜିଠୁ ଦୁଇଦିନିଆ ନୟାଗଡ଼ ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ। ୫-ଟି ସଚିବ ସକାଳୁ ରଣପୁର ପହଞ୍ଚି ତଳ ମଣିନାଗ ଓ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ନୟାଗଡ଼ ଜିଲ୍ଲାରେ ୫ଟି ଜନଶୁଣାଣି କାର୍ଯ୍ୟକ୍ରମ ରହିଥିବାବେଳେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମିଶନ ଶକ୍ତି…

ସମ୍ବଲପୁର ଗସ୍ତରେ ୫-ଟି ସଚିବ, ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ଦୁଇଦିନିଆ ସମ୍ବଲପୁର ଗସ୍ତରେ ଅଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ। ଏହି ଅବସରରେ ୫-ଟି ସଚିବ ଭିକେ ପାଣ୍ଡିଆନ କୁଚିଣ୍ଡା ମୁକୁନ୍ଦି ସଭାସ୍ଥଳରେ ଉପସ୍ଥିତ ଲୋକଙ୍କ ସମସ୍ୟା ବୁଝିବା ସହ ବିଭିନ୍ନସମସ୍ୟା ସମ୍ପର୍କିତ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି। ଏହା ସହ ସମସ୍ୟା ସମ୍ପର୍କରେ…

ଢେଙ୍କାନାଳ ଗସ୍ତରେ ୫-ଟି ସଚିବ,…

ଓଏଲ୍ ବ୍ୟୁରୋ: ଢେଙ୍କାନାଳ ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ୍। ଆଜି ସକାଳୁ ୫-ଟି ସଚିବ ଭି.କେ ପାଣ୍ଡିଆନ ପ୍ରଥମେ ଢେଙ୍କାନାଳ ସ୍ତିତ ବଳଦେବଜୀଉଙ୍କ ଦର୍ଶନ କରିଛନ୍ତି। ବଳଦେବଜୀଉ ଦର୍ଶନ କରିବା ସହ ମନ୍ଦିର ଓ ପାରିପାର୍ଶ୍ଵିକ ଅଞ୍ଚଳର ବିକାଶ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି। ସେବାୟତଙ୍କ…

ବିଜେଡି ଜିତିଲେ ଅନ୍ୟକେହି ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ୫-ଟି ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ୫-ଟି ସଚିବ ଭିକେ ପାଣ୍ଡିଆନ୍‌ଙ୍କ ନାଁ ନେଇ କଲେ ଟାର୍ଗେଟ। ଆଜି ଭିକେ ପାଣ୍ଡିଆନ୍‌ ଅନୁଗୁଳ ଗସ୍ତ କରିଥିବା ବେଳେ ଭୁବନେଶ୍ବରରୁ ତାଙ୍କ ଗସ୍ତକୁ ନେଇ ଟାର୍ଗେଟ କରିଛି ବିଜେପି।…

ବାହାନଗା ଟ୍ରେନ୍ ଦୁର୍ଘଟଣା ନେଇ…

ଓଏଲ୍‌ ବ୍ୟୁରୋ: ଗତକାଲି ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ବାହାନଗାରରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଦୁର୍ଘଟଣା ପରେ ଅନେକ ଜୀବନ ଚାଲିଯାଇଥିବାବେଳେ ମେଡିକାଲ ବେଡ଼ରେ ମରଣ ସହ ଲଢେଇ କରୁଛନ୍ତି ଶହ ଶହ ଆହତ। ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି…

ସୁଆଣ୍ଡୋ ପ୍ରକଳ୍ପ କାର୍ଯ୍ୟର ତଦାରଖ କଲେ…

ଓଏଲ୍‌ ବ୍ୟୁରୋ : ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ। ରାଜ୍ୟ ସରକାର ଐତିହ୍ୟ ଗ୍ରାମ ସୁଆଣ୍ଡୋର ବିକାଶ ପାଇଁ ସ୍ୱତନ୍ତ୍ର ଅନୁଦାନ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଗ୍ରାମରେ ଚାଲିଛି…

କୋଣାର୍କ ଓ ରାମଚଣ୍ଡୀ ପୀଠର ଉନ୍ନତିକରଣ…

ଓଏଲ୍‌ ବ୍ୟୁରୋ : ଆଜି ଭୋର ପ୍ରାୟ ୫ଟା ସମୟରେ ୫ଟି ସଚିବ କୋଣାର୍କ ଓ ରାମଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି । କୋଣାର୍କ ସୂର୍ଯ୍ୟମନ୍ଦିରର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଅନୁଧ୍ୟାନ କରିବା ସହ ଉଚ୍ଚଅଧିକାରୀଙ୍କ ସହ ନିର୍ମାଣ କାମକୁ ନେଇ ଆଲୋଚନା କରିଛନ୍ତି। ଚନ୍ଦ୍ରଭାଗ ପରିଦର୍ଶନ କରିବା ସହ ତାହାର…

କ୍ୟାପିଟାଲ ହସ୍ପିଟାଲର ସମୀକ୍ଷା କଲେ 5T…

ଓଏଲ୍ ବ୍ୟୁରୋ : ଚିକିତ୍ସାଳୟ ଭିତ୍ତିଭୂମି ସୁଦୃଢ ପାଇଁ ନୂତନ ପଦକ୍ଷେପ। ସକାଳ ପ୍ରାୟ ୫.୩୦ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ 5T ସଚିବ ଶ୍ରୀଯୁକ୍ତ ଭି.କେ.ପାଣ୍ଡିଆନ କ୍ୟାପିଟାଲ ହସ୍ପିଟାଲର ପରିଦର୍ଶନରେ ଯାଇଥିଲେ । ସେ ଟ୍ରମା କେୟାର ଓ ମେଡିକାଲ କଲେଜର ଭିତ୍ତିଭୂମି ସମୀକ୍ଷା…

ଶିଖରଚଣ୍ଡୀରେ ୫-ଟି ସଚିବ, କଲେ ମନ୍ଦିର…

ଭୁବନେଶ୍ବର: ଭୁବନେଶ୍ବର ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି ୫-ଟି ସଚିଭ ଭି.କେ ପାଣ୍ଡିଆନ୍। ଆଜି ସକାଳ ସାଢ଼େ ୫ଟାରେ ମନ୍ଦିର ପରିଦର୍ଶନ କରିବା ସହିତ ମନ୍ଦିରର ବିକାଶ ସ୍ଥିତି ସମୀକ୍ଷା କରିଛନ୍ତି ୫-ଟି ସଚିବ। ମାଆଙ୍କୁ ଦର୍ଶନ କରିବା ସହ ମନ୍ଦିରର ବିକାଶ ନେଇ ଆଲୋଚନା କରିଛନ୍ତି। ଏହାପରେ…

ଭୁବନେଶ୍ୱର ଟ୍ରାଫିକ ସମସ୍ୟାର ହେବ…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ବୃଦ୍ଧି ପାଉଛି। ଗାଡ଼ି ମୋଟର ସଂଖ୍ୟା ମଧ୍ୟ୍ୟ ବୃଦ୍ଧି ଘଟୁଛି। ଏହା ଦ୍ୱାରା ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…