ତୀବ୍ର ହେଉଛି ଇସ୍ରାଏଲ-ହମାସ ଯୁଦ୍ଧ,…
ଓଏଲ୍ ବ୍ୟୁରୋ: ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ଯୁଦ୍ଧ ଜାରି ରହିଥିବାବେଳେ ଇସ୍ରାଏଲର ଜୋରଦାର ଗ୍ରାଉଣ୍ଡ ଅପରେସନକୁ କଡ଼ା ବିରୋଧ କରାଯାଇଛି। ଇସ୍ରାଏଲି ସେନା ଓ ହମାସ୍ ଆତଙ୍କବାଦୀ ସଙ୍ଗଠନ ମଧ୍ୟରେ ଭୀଷଣ ସଂଘର୍ଷ ଯୋଗୁଁ ଇସ୍ରାଏଲର ଅନେକ ଅଞ୍ଚଳ ଭାରୀ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ଇସ୍ରାଏଲକୁ…