Odisha Link
Bridging the Missing Links in Odisha
Browsing Tag

warning

କାଳବୈଶାଖୀ ଆଶଙ୍କା: ୧୫ ଜିଲ୍ଲାକୁ…

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳ‌ବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବହୁ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳ‌ବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ଆଶଙ୍କା…

କାଳବୈଶାଖୀ ଆଶଙ୍କା, ୬ ଜିଲ୍ଲାକୁ ସତର୍କ…

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ନେଇ ଆଶଙ୍କା।କାଳବୈଶାଖୀ ନେଇ ୬ ଜିଲ୍ଲାକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ। ବିଶେଷ କରି ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ, ରାୟଗଡା ଓ କୋରାପୁଟ ଜିଲ୍ଲାରେ ଅପରାହ୍ନରେ ବର୍ଷା, ବଜ୍ରପାତ ଓ କୁଆପଥର ବର୍ଷା ସହ 60 କିଲୋମିଟର ବେଗରେ ପବନ ବୋହିବାର ଆଶଙ୍କା କରିଛି…

କାଳବୈଶାଖୀ ଆଶଙ୍କା, ୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ଆଶଙ୍କା। କାଳବୈଶାଖୀକୁ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଲି ସକାଳ ୮ଟା ୩୦ ଯାଏଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ଜିଲ୍ଲା ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡରେ ଘୂର୍ଣ୍ଣିଝଡ ଓ ବଜ୍ରପାତ ହେବାର…

ରାଜ୍ୟରେ ଆସନ୍ତା ୨ ଦିନ ଘନ କୁହୁଡି

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨ ଦିନ ଜାରି ରହିବ ଘନ କୁହୁଡି। ଏନେଇ ସତର୍କ ସୂଚନା ଜାରି କରିଛନ୍ତି ଏସଆରସି। ଆସନ୍ତା ୯ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର, ଭଦ୍ରକ ଜିଲ୍ଲାକୁ ଘନ କୁହୁଡି ପାଇଁ ସତର୍କ ସୂଚନା ଜାରି ହୋଇଛି। ଏଥିସହ ଆସନ୍ତା ୧୦ ତାରିଖରେ ଜଗତସିଂହପୁର, ଭଦ୍ରକ, କଟକ,…

ଟୁଇଟରକୁ ଭାରତ ସରକାରଙ୍କ ଚେତାବନୀ

ନୂଆଦିଲ୍ଲୀ: ଲଦାଖ ଚୀନର ଅଂଶବିଶେଷ ବୋଲି ଟ୍ୱିଟର ଲୋକେସନ ସେଟିଂରେ ଦର୍ଶାଯିବା ପରେ ଟୁଇଟରକୁ ଭାରତ ସରକାରଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି। ସଂଯୁକ୍ତ ସଂସଦୀୟ କମିଟି ଏନେଇ ଟ୍ୱିଟର ଠାରୁ ଲିଖିତ ଉତ୍ତର ମାଗିଥିବା ଜଣାପଡିଛି। ସଂଯୁକ୍ତ ସଂସଦୀୟ କମିଟି ଅଧ୍ୟକ୍ଷା ମିନାକ୍ଷୀ ଲେଖି ତୀବ୍ର ପ୍ରତିକ୍ରିୟା…