ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ
ଓଏଲ୍ ବ୍ୟୁରୋ: ସପ୍ତାହେ ହେଲାଣି ରାଜ୍ୟରେ ତାତି ବଢ଼ିବାରେ ଲାଗିଲାଣି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବା ଯୋଗୁ କିଛିଦିନ ହେବ ରାଜ୍ୟରେ ବର୍ଷା ଉଭାନ୍ ହୋଇଯାଇଛି। ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ପାଣିପାଗ ବିଭାଗ ଆଣିଦେଇଛି ଭଲ ଖବର।
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…