Odisha Link
Bridging the Missing Links in Odisha
Browsing Tag

Weather

ଲଘୁଚାପ କ୍ଷେତ୍ର ସୃଷ୍ଟି, ବର୍ଷା ଆଶଙ୍କା

ଭୁବନେଶ୍ୱର: ଭାରତ ମହାସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ। ଅବପାତ ରୂପ ନେବା ପରେ ୪୮ ଘଣ୍ଟାରେ ଅଧିକ ଘନିଭୂତ ହେବା ସମ୍ଭାବନା ରହିଛି। ଆସନ୍ତା ୨୫ ବେଳକୁ ପଶ୍ଚିମଉତ୍ତରକୁ ଗତି କରି…

ଫେରିଯାଉଛି ମୌସୁମୀ: ଏଣିକି ଶୁଖିଲା ରହିବ…

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରୁ ମୌସୁମୀ ଫେରିଯାଇଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ବାସ ସୂଚନା ଦେଇଛନ୍ତି। ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟ ସାରା ପାଗ ଶୁଖିଲା ରହିବ। ରାତିରେ ତାପମାତ୍ରା କମ୍ ରହିବ। ଜୁନ୍ ୧ ତାରିଖରୁ ଆଜି ଯାଏଁ…

ଲଘୁଚାପ ଘନୀଭୂତ, ଚାଷୀକୁଳ ଆଶ୍ୱସ୍ତ

ଭୁବନେଶ୍ୱର: ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଏବେ ଉତ୍ତର ବଙ୍ଗୋପସାଗରର ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଛି। ଆସନ୍ତା ୨୪ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ…

ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଉତ୍ତର ଦକ୍ଷିଣ ସମେତ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲା ତଥା ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ଖୋର୍ଦ୍ଧା ଏବଂ ଅନ୍ୟାନ୍ୟ…

ଆଜି ବି ବର୍ଷା ସମ୍ଭାବନା, ୨୮ରୁ ପାଗରେ…

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରୁ ସାରା ରାଜ୍ୟରେ ଦୁଇ ଦିନ ହେଲା ଲାଗି ରହିଛି ବର୍ଷା। ବର୍ଷା ପ୍ରଭାବ ଆହୁରି ୪୮ ଯାଏଁ ଘଣ୍ଟା ଲାଗି ରହିବ। ଆଜି ଉତ୍ତର ଏବଂ ଦକ୍ଷିଣ ଉପକୂଳର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଯାଜପୁର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଦେବଗଡ଼ରେ…

୯ ଯାଏଁ ବର୍ଷିବ

ଭୁବନେଶ୍ବର: ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରୁ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ୯ ତାରିଖ ଯାଏଁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିବ। ୧୦ ତାରିଖରୁ ପାଗ ଶୁଖିଲା ରହିବ। ଆଜି ସୋନପୁର, ସମ୍ବଲପୁର,…

ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୮ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ଏନେଇ ଭୁବନେଶ୍ବରଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି,…

୩ରୁ ରାଜ୍ୟରେ ହାଲୁକା ବର୍ଷା ହେବାର…

ଭୁବନେଶ୍ବର: ଆସନ୍ତା ୪ ଦିନ ସାରା ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଅଧିକ ଥଣ୍ଡା ହେବ ନାହିଁ। କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ କୋହଲା ପାଗ ରହିପାରେ। ତେବେ ଫେବ୍ରୁଆରି ୩ ବେଳକୁ ପାଗରେ ସାମାନ୍ୟ ପରିବର୍ତନ ଆସିବ। ଥଣ୍ଡା କମିବା ସହ ସ୍ବଳ୍ପ ବର୍ଷା ହୋଇପାରେ। ୩ ଦିନ ଧରି କେତେକ ଜିଲ୍ଲାରେ…

କାଲିଠାରୁ ଦୁଇ ଦିନ ଭିଜାଇବ!

ଭୁବନେଶ୍ବର: ଆସନ୍ତା କାଲିଠାରୁ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ୨୮ତାରିଖରୁ ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର…

ଅ‍ାଜି ଠୁ ଓଡ଼ିଶାରେ ବର୍ଷା

ଭୁବନେଶ୍ବର: ରାଜ୍ୟରେ ତାତି ଅସହ୍ୟ ଭାବେ ବଢ଼ି ଚାଲିଥିବା ବେଳେ ଅ‍ାଜି ଠୁ ମିଳିବ ସାମାନ୍ୟ ଆଶ୍ବସ୍ତି। ରାଜ୍ୟର ଅର୍ଧାଧିକ ଜିଲ୍ଲାରେ ଅ‍ାଜି ଠାରୁ ଚାରି ଦିନ ଧରି କାଳବୈଶାଖୀ ସହ କୁଆପଥର ବର୍ଷା ହୋଇପାରେ। କେତେକ ସ୍ଥାନରେ ବଜ୍ରପାତର ଆଶଙ୍କା ବି ରହିଛି। ବିଶେଷକରି ୧୪ ଓ ୧୫ ତାରିଖରେ କାଳବୈଶାଖୀର…