ମହିଳାଙ୍କୁ ମାରି ପୋଡ଼ି ଦେଲେ ଦୁର୍ବୃତ୍ତ
ବାଲୁଗାଁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁର ସରନଈ ପାଖ ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ କଡ଼ରୁ ଏକ ବଗିଚା ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ମିଳିପାରିନାହିଁ।
ତାଙ୍କୁ ହତ୍ୟା କରିବା ପରେ ଦୁର୍ବୃତ୍ତମାନେ ଟାୟାର ଜାଳି ପୋଡ଼ି ଦେଇଥିବା ସନ୍ଦେହ…