Odisha Link
Bridging the Missing Links in Odisha
Browsing Tag

Yass

ବାତ୍ୟା ମୁକାବିଲା ବେଳେ ଦୟାକରି ରାଜ୍ୟ…

ଭୁବନେଶ୍ବର: ବାତ୍ୟା ୟାସ୍ ମୁକାବିଲା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମୀକ୍ଷା ବୌଠକରେ ଭିସି ଜରିଆରେ ବିସ୍ତୃତ ବିବରଣୀ ରଖିଛନ୍ତି ମୁଖ୍ୟ ଶାସନ ସଚିବ ଏବଂ ଏସଆରସି। ଏଥିସହ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ…

ପାରାଦୀପ ଠାରୁ ୨୨୦ କିମି ଦୂରରେ ବାତ୍ୟା…

ଭୁବନେଶ୍ବର: ସ୍ଥଳଭାଗ ଆଡ଼କୁ ମୁହାଁଉଛି ବାତ୍ୟା ‘ୟାସ୍’। ପ୍ରବଳ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। ସଂଧ୍ୟା ସୁଦ୍ଧା ଏହା ଅତି ପ୍ରବଳ ବାତ୍ୟାର ରୂପ ନେବ। ବର୍ତ୍ତମାନ ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ ବାତ୍ୟା ପାରାଦୀପ ଠାରୁ ୨୨୦ କିମି ଦୂରରେ ରହିଛି। ବାତ୍ୟା ୟାସ୍‌…

ରିଲିଫ୍ ଏବଂ ଉଦ୍ଧାରକାର୍ଯ୍ୟ ପାଇଁ ଓଡ଼ିଶା…

ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ‘ୟାସ୍’ ପାଇଁ ନିରନ୍ତର ଉଦ୍ୟମ ଜାରି ରଖିବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା ଇଣ୍ଡିଆନ ରେଡ଼୍‌କ୍ରସ୍ ସୋସାଇଟି(ଆଇଆରସିଏସ) ଓଡ଼ିଶା ଶାଖାର ସଭାପତି ପ୍ରଫେସର ଗଣେଶୀ ଲାଲଙ୍କ ସହ କଥା ହୋଇ ଓଡ଼ିଶା ରେଡକ୍ରସକୁ…

ଆଜି ଅପରାହ୍ନରେ ବାତ୍ୟା ସ୍ଥିତି ସମୀକ୍ଷା…

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୟାସ୍ ଅତି ଭୀଷଣ ସାମୁଦ୍ରିକ ଝଡର ରୂପ ନେଇ ଓଡିଶା ମୁହାଁ ହେଉଛି। ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା ବେଳେ ପ୍ରଶାସନ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରୁଛି।  ବାତ୍ୟା ୟାସ୍‌ ନେଇ ଏସଆରସି କଣ୍ଟ୍ରୋଲ ରୁମରୁ ବାତ୍ୟା…

ବାତ୍ୟା ୟାସ୍: ବାଲେଶ୍ୱର ଓ ଭଦ୍ରକରେ ୨ରୁ…

ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ୟାସ୍ ପ୍ରଭାବରୁ ଉପକୂଳ ଓଡ଼ିଶାରେ ଆଂଶିକ ବର୍ଷା ସହିତ ପବନ ଆରମ୍ଭ ହୋଇଛି। ଆଇଏମ୍‌ଡି ସୂଚନା ଅନୁସାରେ, ଭଦ୍ରକରୁ ବାଲେଶ୍ବର ମଧ୍ୟରେ ଏହାର ଭୟଙ୍କର ପ୍ରଭାବ ପଡ଼ିବ। ୟାସ୍ ସ୍ଥଳଭାଗ ଛୁଇଁବା ସମୟରେ ଉତ୍ତର ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ହୋଇ କୂଳ ଲଂଘିବ। ସମୁଦ୍ରରେ ୨…

ବାତ୍ୟାରେ ଓପିଟିସିଏଲ କର୍ମଚାରୀଙ୍କ…

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ୟାସ୍। ବାତ୍ୟାକୁ ଦୃଷ୍ଟିରେ ରଖି ଓପିଟିସିଏଲ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ଘୋଷଣା କରାଯାଇଛି। ୟାସ୍‌ ବାତ୍ୟା ପରେ ବିଦ୍ୟୁତ ସରବରାହ ସ୍ବାଭାବିକ କରିବାକୁ କାମ କରିବେ ଓପିଟିସିଏଲ କର୍ମଚୀରୀ। ଏହି ସମୟରେ ଯଦି କୌଣସି ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହୁଏ ତେବେ…

ରାଜନଗର ଏବଂ ବାଲିଆପାଳ ମଧ୍ୟବର୍ତୀ ଓଡ଼ିଶା…

ଭୁବନେଶ୍ୱର: ସୋମବାର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ପାରାଦ୍ୱୀପ ଠାରୁ ୫୩୦ କି.ମି ଦୂରରେ କେନ୍ଦ୍ରିଭୂତ ହୋଇଥିବା ଘୂର୍ଣ୍ଣିଝଡ 'ୟାସ୍' ଉତ୍ତର-ଉତ୍ତରପଶ୍ଚିମ ଦିଗ ଆଡକୁ ମୁହାଁଇବ ଏବଂ ମେ ୨୬ ତାରିଖ ପୂର୍ବାହ୍ନରେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଏବଂ ବାଲେଶ୍ୱର ଜିଲ୍ଲା ବାଲିଆପାଳ ମଧ୍ୟ ଦେଇ ଓଡ଼ିଶା ଉପକୂଳ…

ବାତ୍ୟା ମୁକାବିଲା ପାଇଁ ତୈଳ, ଗ୍ୟାସ ଏବଂ…

ଭୁବନେଶ୍ୱର: ବାତ୍ୟା ‘ୟଶ୍‌’ ଦ୍ୱାରା ଉତ୍ପନ୍ନ ହେବାକୁ ଥିବା ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ପିୟୂଷ ଗୋଏଲ, କେନ୍ଦ୍ର ଜାହାଜ ଚଲାଚଳ ଏବଂ ଜଳପଥ ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭୀୟଜୀଙ୍କ ଅଧ୍ୟକ୍ଷତାରେ ଭିଡିଓ…