Odisha Link
Bridging the Missing Links in Odisha
Browsing Tag

Yellow warning

ରାଜ୍ୟରେ ଘନକୁହୁଡ଼ି, ୯ଟି ଜିଲ୍ଲାକୁ…

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଶୀତ ସହ ଘନକୁହୁଡ଼ି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଘନକୁହୁଡ଼ି ଯୋଗୁଁ ଯାତାୟତରେ ପ୍ରଭାବ ପଡୁଛି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୨ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ ହୋଇଛି। ଆଗାମୀ ୨ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ…

ଶୀତରେ ଥରୁଛି ଓଡ଼ିଶା, ଘନ କୁହୁଡ଼ି ପାଇଁ…

ଭୁବନେଶ୍ୱର: ଶୀତରେ ଥରୁଛି ଓଡ଼ିଶା। ଲଗାତାର ଭାବେ ପାରଦ ହ୍ରାସ ପାଇବାରେ ଲାଗିଛି ଓ ଶୀତ ବଢିବାରେ ଲାଗିଛି। ଶୀତ ସାଙ୍ଗକୁ ଘନ କୁହୁଡିର ଆସ୍ତରଣ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୨୪ ଘଣ୍ଟାରେ ସୋନପୁର ୭.୬ ଡିଗ୍ରୀ ସହ ରାଜ୍ୟର ସବୁଠୁ ଥଣ୍ଡା ସହର ରହିଛି । ଘନ କୁହୁଡ଼ି ନେଇ ୮ଟି ଜିଲ୍ଲା ପାଣିପାଗ…

ରାଜ୍ୟରେ ଶୀତ ଲହରୀ: ଘନ କୁହୁଡ଼ି ୭…

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି। ଏହା ସହ ରାଜ୍ୟରେ ଦେଖିବାକୁ ମିଳୁଛି ଘନ କୁହୁଡ଼ିର ଆସ୍ତରଣ। ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଗୁରୁଚାପ ବଳୟ ଫଳରେ ଆଜିଠାରୁ ୭ ଜିଲ୍ଲାକୁ ଘନ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

ଘନ କୁହୁଡି ପାଇଁ ୧୨ ଜିଲ୍ଲାକୁ…

ଭୁବନେଶ୍ୱର: ଉତ୍ତର-ଓଡିଶା ଉପକୂଳରେ ଗୁରୁଚାପ ବଳୟ ପ୍ରଭାବ ରହିବ। ଏ ନେଇ ୧୨ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ଆସନ୍ତା ନଭେମ୍ବର ୧୯ ଏବଂ ୨୦ ତାରିଖ ସକାଳ ସମୟରେ ସମ୍ଭାବ୍ୟ ଘନ କୁହୁଡି ପାଇଁ ୧୨ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।…

୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ;…

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। କାଲି ସକାଳ ୮ଟା ୩୦ ଯାଏଁ ବର୍ଷା ସହ ଘଟଘଟି ହେବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ,…

୧୨ ଘଣ୍ଟାରେ ଲଘୁଚାପ, ୫ ଜିଲ୍ଲାକୁ…

ଭୁବନେଶ୍ୱର: ଆଜିଠୁ ପୁଣି ଭିଜିବ ଓଡ଼ିଶା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ ମୁତାବକ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପରୋକ୍ତ ଅଞ୍ଚଳରେ ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ…

କାଲିଠୁ ୨୩ ଯାଏଁ ବର୍ଷା ଓ ବଜ୍ରପାତ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତାକାଲି ଠାରୁ ୨୩ ତାରିଖ ଯାଏଁ ବର୍ଷା ହେବା ନେଇ ଆଶଙ୍କା। ଏନେଇ ଆସନ୍ତା ଉପକୂଳ ଓଡ଼ିଶା ସମେତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ସହ…

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତରେ ପରିଣତ ହୋଇସାରିଛି। ଆଜି ସକାଳ ୫ଟା ୩୦ରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ସମ୍ଭାବନା ରହିଛି। ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ ୪୦୦ କିମି ଦୂରରେ…

୧୧ରୁ ପ୍ରବଳ ବର୍ଷା

ଭୁବନେଶ୍ୱର: ୧୧ରୁ ପ୍ରବଳ ବର୍ଷା। ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ଦିନରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଧିକ ରହିଛି। ୧୨ ଅକ୍ଟୋବର ସକାଳ ସମୟରେ ଏହା…

୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆଗାମି ୨୪ ଘଣ୍ଟାରେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି , ଗଞ୍ଜାମ , ରାୟଗଡ଼ା , ମାଲକାନଗିରି , କୋରାପୁଟ ,ନବରଙ୍ଗପୁର ,କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର , ବରଗଡ଼,…