Odisha Link
Bridging the Missing Links in Odisha
Browsing Category

Uncategorized

ଗଜଉଦ୍ଧାରଣ ବେଶରେ ଦର୍ଶନ ଦେବେ…

ଓଏଲ୍ ବ୍ୟୁରୋ: ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ଅନୁଷ୍ଠିତ ହେବ ଗଜଉଦ୍ଧାରଣ ବେଶ। ଏଣୁ ଶ୍ରୀମନ୍ଦିରରେ ଆସନ୍ତାକାଲି ୧୨ ତାରିଖ ଓ ତା ପରଦିନ ଗୁରୁବାର ୧୩ ତାରିଖ ଦୁଇ ଦିନ ବିଶେଷ ନୀତି ଅନୁଷ୍ଠିତ ହେବ। ନିତିକାନ୍ତିକୁ ଦୃଷ୍ଟିରୁ ରଖି ୧୨ ଓ ୧୩ ତାରିଖ ଦିନ ପାଇଁ ରତ୍ନଭଣ୍ଡାର ମରାମତି…

ଦୂର ହେବ ପାନୀୟ ଜଳ ସମସ୍ୟା, ବଡ଼ ସୂଚନା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଲୋକଙ୍କ ଦୁଆର ମୁହଁରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକତା ଦିଆଯାଉଛି। ଜଳଜୀବନ ମିଶନ ଅଧୀନରେ ରାଜ୍ୟରେ ପାଇପ ଯୋଗେ ପାନୀୟ ଜଳଯୋଗାଣ ପ୍ରକଳ୍ପ ଜାରି ରହିଛି। ଅନେକ ସ୍ଥାନରେ ପାନୀୟ ଜଳ ସୁବିଧା…

ମହାକୁମ୍ଭରେ ବୁଡ଼ ପକାଇଲେ ମହାମହିମ,…

ଓଏଲ୍‌ ବ୍ୟୁରୋ: ମହାକୁମ୍ଭରେ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼। ଯିବା ପାଇଁ ସବୁ ରାସ୍ତାରେ ଭାରି ଜାମ। ୨୦୦-୩୦୦ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡି। ବିଭିନ୍ନ ଆଡୁ ପ୍ରୟାଗରାଜକୁ ସଂଯୋଗ କରୁଥିବା ସବୁ ରାସ୍ତାରେ ପ୍ରବଳ ଗହଳି। ଦୀର୍ଘ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡ଼ି। ଭିଡ଼କୁ…

ଦୁର୍ଘଟଣା ଘଟାଇଲା ‘ମୋ…

ଓଏଲ୍‌ ବ୍ୟୁରୋ: ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍। ରଘୁନାଥପୁର ପାଖରେ ୫୪ ନମ୍ବର ମୋ ବସ ଧକ୍କାରେ ଜଣେ ନାବାଳିକାର ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ନାବାଳିକା ୧୩ ବର୍ଷର ମୁନି ଜୁଆଡି। ସକାଳ ୮ଟା ପାଖାପାଖି ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା…

ଆସନ୍ତାକାଲି ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତନୀତି ସମାପନ କରାଯିବ। ଏ ନେଇ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା…

ହେଲ୍‌ଥ ୱାରକର ନିଯୁକ୍ତିରେ ଲାଗିଲା ରୋକ,…

ଓଏଲ୍ ବ୍ୟୁରୋ: ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ ଅଧିନସ୍ଥ ହେଲ୍‌ଥ ୱାରକର ନିଯୁକ୍ତି ଉପରେ ଲାଗିଲା ରୋକ। ମଲ୍‌ଟି ପର୍ପସ୍ ହେଲ୍‌ଥ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ। ଆସନ୍ତା ଶୁଣାଣି ଯାଏଁ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ ଲଗାଇଛନ୍ତି। ନିଯୁକ୍ତି ପ୍ରକ୍ରିୟା ଜାରି ରହିଲେ ବି…

୬୫୪୫ ଅଭିଯୋଗର ଶୁଣାଣି ଶେଷ, ସୂଚନା ଦେଲେ…

ଓଏଲ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରୁଛନ୍ତି। ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି ଶୁଣାଣି ହୋଇଛି। ଦିନ ୧୧ଟା ଠାରୁ ଶୁଣାଣି ଆରମ୍ଭ ପରେ ମୁଖ୍ୟମନ୍ତ୍ରୀ ସାମ୍ବାଦିକ ସମ୍ମିଳନୀ କରି ବିବୃତି…

ପ୍ରଭୁ ଲିଙ୍ଗରାଜଙ୍କ ବ୍ରାହ୍ମଣ ନିଯୋଗ…

ଓଏଲ୍ ବ୍ୟୁରୋ: ରବିବାର ଦିନ ଅନୁଷ୍ଠିତ ହୋଇଛି ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ବ୍ରାହ୍ମଣ ନିଯୋଗ କର୍ମକର୍ତ୍ତା ନିର୍ବାଚନ। ଦୀର୍ଘ ୮ ବର୍ଷ ପରେ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ବ୍ରାହ୍ମଣ ନିଯୋଗ ସମିତିର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ବିଧିବଦ୍ଧ ଭାବେ ନୂତନ ବୋର୍ଡ଼ ଗଠନ କରାଯାଇ…

ଲୁଟ୍ ଘଟଣା: ସୁରକ୍ଷା ପାଇଁ ନିବେଦନ କଲେ…

ଓଏଲ୍ ବ୍ୟୁରୋ: ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ଵର। ଚୋରି, ରାହାଜାନୀ, ଛିନତାଇ ବଢ଼ିଛି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ଵର ଘରୁ ଚୋରି ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ନିରଞ୍ଜନ ପ୍ରଶ୍ନ ଉଠାଇଛନ୍ତି। ୧୦ ଦିନ ପରେ ବି ପୁଲିସ…

ଆଜିଠୁ ସଂସଦର ବଜେଟ୍ ଅଧିବେଶନ,…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହା ପର ଦିନ ଅର୍ଥାତ ଫେବୃଆରୀ ୧ ତାରିଖରେ ବଜେଟ ଆଗତ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ଲାଗି ବଜେଟ…