Odisha Link
Bridging the Missing Links in Odisha
Browsing Category

Uncategorized

ରାଜ୍ୟରେ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ…

ଓଏଲ୍‌ ବ୍ୟୁରୋ: ମୋଟର ଯାନ ଫିଟନେସ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା ବା ଏଟିଏସ ପଞ୍ଜୀକୃତ ହୋଇଛି। କଟକ ଆରଟିଓ ଅଧୀନରେ ଏହାର ସ୍ଥାପନା ହୋଇଛି। ବୈଷୟିକ ଜ୍ଞାନକୌଶଳ ଜରିଆରେ ସ୍ୱୟଂକ୍ରିୟ…

ମନେ ପଡ଼ନ୍ତି ମହାତ୍ମା ଗାନ୍ଧୀ, ଶ୍ରାଦ୍ଧ…

ଓଏଲ୍‌ ବ୍ୟୁରୋ: ସାରା ଦେଶ ପାଇଁ ଯେଉଁ ପୁରୁଷ ଦିନେ ସ୍ୱାଧୀନତା ଫେରାଇ ଆଣିଥିଲେ ସେହି ମହାନ ଆତ୍ମାଙ୍କର ଆଜି ହେଉଛି ପୂଣ୍ୟ ଶ୍ରାଦ୍ଧ ବାର୍ଷିକୀ। ୧୯୪୮ ମସିହା ଆଜିର ଦିନରେ ଆତତାୟୀର ଗୁଳିମାଡ଼ରେ ମୃତ୍ୟୁ ବରଣ କରିଥିଲେ ମହାତ୍ମା ଗାନ୍ଧୀ। ଯେଉଁ ମଣିଷ ଦିନେ ସାରା ବିଶ୍ୱକୁ ଅହିଂସା ଓ ସତ୍ୟର ପାଠ…

ମନ୍ତ୍ରୀଙ୍କ ଚେତାବନୀ ପରେ ରାସନକାର୍ଡ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ରାସନକାର୍ଡ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଂଚିଥିବାବେଳେ ୩୯ ଲକ୍ଷରୁ ଅଧିକ ଲୋକ ଇ-କେୱାଇସି ଅପଡେଟ କରିନାହାନ୍ତି। ଏବେ ସୁଦ୍ଧା ୮୮ ପ୍ରତିଶତ ଲୋକ ଇ-କେୱାଇସି କରିସାରିଲେଣି। ଏସବୁ ଭିତରେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ମନ୍ତ୍ରୀଙ୍କ ଚେତାବନୀ ପରେ…

କୁମ୍ଭମେଳାରେ ବଡ଼ ଅଘଟଣ: ଦୁଃଖ ପ୍ରକାଶ…

ଓଏଲ୍‌ ବ୍ୟୁରୋ: ପ୍ରୟାଗରାଜରେ ଆସ୍ଥା ଓ ବିଶ୍ବାସର ମହାକୁମ୍ଭ। ତ୍ରିବେଣୀ ସଙ୍ଗମ ସ୍ଥଳ ପ୍ରୟାଗରାଜରେ ଆରମ୍ଭ ହୋଇଛି ମହାକୁମ୍ଭ। ୫୫ ଦିନ ଧରି ଚାଲିବ ଧାର୍ମିକ ମହୋତ୍ସବ। ହର ହର ମହାଦେବ ଧ୍ବନିରେ କମ୍ପୁଛି ଗଙ୍ଗା ନଦୀର ସଙ୍ଗମ ସ୍ଥଳ। ପ୍ରୟାଗରାଜ ମହାକୁମ୍ଭକୁ ଦିନକୁ ଦିନ ଶ୍ରଦ୍ଧାଳୁଙ୍କ ଆଗମନ ବଢିବାରେ…

ଓଡ଼ିଶାରେ ୨.୨୮ ଲକ୍ଷ କୋଟି ନିବେଶ କରିବ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେଉଛି ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଥିଲେ। ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫କୁ ଭୁବନେଶ୍ବର ଜନତା ମଇଦାନରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି…

କୁଏତ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା…

ଓଏଲ୍‌ ବ୍ୟୁରୋ: କୁଏତରେ ଓଡ଼ିଶା କଥା କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶା ଆସିବାକୁ କୁଏତ ପ୍ରବାସୀ ଭାରତୀୟଙ୍କୁ ନିମନ୍ତ୍ରଣ କଲେ ମୋଦି। ହାଲ୍ଲା ମୋଦି କାର୍ଯ୍ୟକ୍ରମରେ ନିମନ୍ତ୍ରଣ କଲେ ମୋଦି। ଜାନୁଆର ୮ରୁ ୧୦ ଯାଏ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ଦିବସ। ଭୁବନେଶ୍ୱରରେ ସ୍ୱତନ୍ତ୍ର…

୩ ଦିନ ବିରତି ପରେ ଆରମ୍ଭ ହେଲା…

ଓଏଲ୍ ବ୍ୟୁରୋ: ୩ ଦିନ ବିରତି ପରେ ଆଜି ପୁଣି ଆରମ୍ଭ ହୋଇଛି ବିଧାନସଭା ଅଧିବେଶନ। ବିଧାନସଭା ଶୀତ ଅଧିବେଶନର ଚତୁର୍ଥ କର୍ଯ୍ୟଦିବସରେ ବିଭିନ୍ନ ସହ ଆଇନ ବିଭାଗ ଉପରେ ଆଲୋଚନା ଚାଲିଛି। ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ।

ବଡମ୍ବା ବିଜେଡିକୁ ବଡ଼ ଝଟକା, ଇସ୍ତଫା…

ଓଏଲ୍ ବ୍ୟୁରୋ: ବଡମ୍ବା ବିଜେଡିକୁ ବଡ ଝଟକା। ବିଜେଡି ଛାଡ଼ିଲେ ରଘୁପତି ମହାନ୍ତି। ଦଳର ପ୍ରାଥମିକ ସଭ୍ୟ ପଦରୁ ଦେଲେ ଇସ୍ତଫା। ନିଜର ଇସ୍ତଫାପତ୍ର ବିଜେଡି ସୁପ୍ରିମୋଙ୍କ ନିକଟକୁ ପଠାଇଲେ । ସେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା ବଢ଼ିଛି।

ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ଅକ୍ଟୋବର ୨୮ ତାରିଖ ଶେଷ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ବାତ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି। ଏ ସଂପର୍କରେ ସାଧାରଣ…

ପ୍ରାକୃତିକ ସମ୍ପଦର ମାତ୍ରାଧିକ ଉପଯୋଗ…

ଓଏଲ୍‌ ବ୍ୟୁରୋ: ବର୍ତମାନ ଦେଶର ଉପଲବ୍ଧ ପ୍ରାକୃତିକ ସଂପଦର ମାତ୍ରାଧିକ ଉପଯୋଗକୁ ପରିହାର କରି ଏହାର ବିକଳ୍ପ ରୂପେ ଅନ୍ୟ କୃଷି ଉତ୍ପାଦନ ପଦ୍ଧତିର ବ୍ୟବସ୍ଥା କରିବା ଆବଶ୍ୟକ ବୋଲି ଜଣେ ବିଶିଷ୍ଟ କୃଷି ବିଜ୍ଞାନୀ ମତ ପ୍ରକାଶ କରିଛନ୍ତି । ଭାରତର ୧୪୦ କୋଟିରୁ ଊଦ୍ଧ୍ୱର୍ ଜନସଂଖ୍ୟା ନିମନ୍ତେ ଖାଦ୍ୟର…